Nuapada Bypoll: ଭୋଟ୍ ଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା, ନୂଆପଡ଼ା ନ୍ୟାସନାଲ୍ କଲେଜରେ ହେବେ କାଉଣ୍ଟିଂ
ନୂଆପଡ଼ା: ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଉପନିର୍ବାଚନରେ ୮୧.୯୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍, ଗୋପାଳନ୍। ଗତକାଲି ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଉପନିର୍ବାଚନରେ ଶାନ୍ତିପୂର୍ଣ୍ଣ ମତଦାନ ଶେଷ…