ପୁରୀରେ ଏନକାଉଣ୍ଟର: ପୁଲିସ ଗୁଳିରେ ଅପରାଧୀ ପିନୁ ବରାଳ ଆହତ
ପୁରୀ: ପୁରୀରେ ଏନ୍କାଉଣ୍ଟର । ପୁଲିସ ଗୁଳିରେ ଅପରାଧୀ ପିନୁ ଓରଫ ପିନାକୀ ବରାଳ ଆହତ । ପିନୁର ବାମ ଗୋଡ଼ରେ ଗୁଳି ବାଜିଥିବା ଜଣାଯାଇଛି । ତାକୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଦ୍ଦାନ୍ତ ପିନୁ ନାଁରେ ବିଭିନ୍ନ ଥାନାରେ ରହିଛି ୧୧ଟି ମାମଲା । ପିନୁଠାରୁ…