ଯବାନ ପିନ୍ଧିବେ ଯାଜପୁର ରାକ୍ଷୀ: ସୀମାରେ ସୁରକ୍ଷା ଯୋଗାଉଥିବା ଯବାନଙ୍କ ପାଇଁ ସେନା ଅଫିସକୁ ରାକ୍ଷୀ ପଠାଇଲେ କଲେଜ…
ଯାଜପୁର: ଆସୁଛି ସ୍ନେହ ଓ ବନ୍ଧନର ପର୍ବ ରକ୍ଷାବନ୍ଧନ । ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ବାନ୍ଧେ ରାକ୍ଷୀ । କିନ୍ତୁ ଯେଉଁମାନେ ଦେଶ ମାତୃକାର ଦିନରାତି ରକ୍ଷା କରୁଛନ୍ତି ସେମାନଙ୍କ ହାତରେ ରାକ୍ଷୀ ବାନ୍ଧିବା ପାଇଁ ଆଗେଇ ଆସିଛନ୍ତି କଲେଜ ଛାତ୍ରୀ । ସେହି ବୀର ଯବାନ ମାନଙ୍କୁ ବଡ ଭାଇର…