ଦୁର୍ନୀତି ରୋକିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ କଡ଼ା ଆଭିମୁଖ୍ୟ
ଭୁବନେଶ୍ୱର: ଦୁର୍ନୀତି ରୋକିବା ଦିଗରେ ପ୍ରଶାସନିକ ବ୍ୟବସ୍ଥାର ସୁଦୃଢୀକରଣ ଏବଂ ପ୍ରତିକାରାତ୍ମକ ସତର୍କତା ଅବଲମ୍ବନ ସଂପର୍କରେ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ସଂପର୍କରେ ଦୃଢ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଏ…