ସେପ୍ଟେମ୍ବରରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍
ନୂଆଦିଲ୍ଲୀ: ଭାରତ ଆସିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ରାଜଧାନୀ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଆମେରିକା ପ୍ରଶାସନ ଦ୍ୱାରା ପ୍ରକାଶିତ ସୂଚନା ଅନୁଯାୟୀ…