ଆଇଏଏସ୍ ଅଧିକାରୀଙ୍କ କେନ୍ଦ୍ରୀୟ ଡେପୁଟେସନକୁ ସହଜ କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ମନ୍ତ୍ରୀଙ୍କ ଅନୁରୋଧ
ନୂଆଦିଲ୍ଲୀ: କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା; ଏମ୍ଓଏସ୍ ପିଏମଓ, କାର୍ମିକ, ଜନ ଅଭିଯୋଗ ଏବଂ ପେନ୍ସନ, ପରମାଣୁ ଶକ୍ତି ଏବଂ ମହାକାଶ ରାଷ୍ଟ୍ର ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂହ ରାଜ୍ୟ ସରକାର ମାନଙ୍କୁ ଆଇଏଏସ୍ ଏବଂ ଅନ୍ୟାନ୍ୟ ସର୍ବ -…