‘ଗଦର ୩’କୁ ନେଇ ଭିନ୍ନ ପ୍ରତିକ୍ରିୟା ରଖିଲେ ଅମିଶା
ମୁମ୍ବାଇ: ଫିଲ୍ମ ଗଦର-୨କୁ ନେଇ ବଲିଉଡର ନାୟିକା ଅମିଶା ପଟେଲ ଏବେ ଖୁବ୍ ଚର୍ଚ୍ଚାରୋ ଅଭିନେତା ସନ୍ନି ଦେୱଲ ଓ ଅମିଶାଙ୍କ ଅଭିନୀତ ଏହି ଫିଲ୍ମ ବକ୍ସ ଅଫିସରେ ଧମାକା ମଚାଉଛି । ଫିଲ୍ମଟି ଏତେ ସଫଳତା ପାଇବ ବୋଲି ପ୍ରଯୋଜନା ସଂସ୍ଥା ବି ଆଶା କରି ନ ଥିଲା । କେବଳ ଆମ ଦେଶରେ ନୁହେଁ ବିଦେଶରେ ବି…