ଏଣିକି ଅନଲାଇନ୍ରେ ଆର୍ଥିକ କାରବାର ବିବରଣୀ ଦାଖଲ କରିପାରିବେ ରାଜନୈତିକ ଦଳ
କଟକ: ଏଣିକି ରାଜନୈତିକ ଦଳଗୁଡ଼ିକ ଅନଲାଇନ୍ରେ ନିଜର ଆର୍ଥିକ କାରବାର ବିବରଣୀ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିକଟରେ ଦାଖଲ କରିପାରିବେ । ରାଜନୈତିକ ଦଳମାନଙ୍କ ଦ୍ୱାରା ତିନି ପ୍ରକାରର ରିପୋର୍ଟ - ଯୋଗଦାନ ରିପୋର୍ଟ, ଅଡିଟ୍ ହୋଇଥିବା ବାର୍ଷିକ ଏକାଉଣ୍ଟ ବିବରଣୀ ଏବଂ ନିର୍ବାଚନ ଖର୍ଚ୍ଚର…