Latest Odisha News

BREAKING NEWS

ଭାରତର ୩ ଟି ରହସ୍ୟମୟ ମନ୍ଦିର: ଯେଉଁଠି ମୂର୍ତ୍ତିମାନେ ହୁଅନ୍ତି କଥା

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତରେ ହଜାର ହଜାର ସଂଖ୍ୟାରେ ମନ୍ଦିର ରହିଛି। ପ୍ରତି ମନ୍ଦିର ଭିନ୍ନ ଭିନ୍ନ ମାନ୍ୟତା ଏବଂ ଚମତ୍କାରିତା ପାଇଁ ପ୍ରସିଦ୍ଧ ଅଟେ। ଏହାଛଡ଼ା ଭାରତରେ ଏମିତି କିଛି ମନ୍ଦିର ଅଛି, ଯାହା ରହସ୍ୟମୟ ଏବଂ ବିଚିତ୍ର। ତେବେ ଏମିତି ୩ଟି ବିଚିତ୍ର ଏବଂ ରହସ୍ୟମୟ ମନ୍ଦିର ବିଷୟରେ…

ନବୀନଙ୍କ ନାଁରେ ଆଉ ଏକ ରେକର୍ଡ଼: ଜ୍ୟୋତି ବସୁଙ୍କ ରେକର୍ଡ ସମକକ୍ଷ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଉ ଏକ ରେକର୍ଡ। ସେବା ଓ ସମର୍ପଣର ୨୫ ବର୍ଷ ପୂର୍ଣ୍ଣ କରିଥିବା ମୁଖ୍ୟମନ୍ତ୍ରୀ ଭାବରେ ନବୀନ ପଟ୍ଟନାୟକ ଏବେ ଏକ ନୂଆ ରେକର୍ଡ଼ର ଅଧିକାରୀ ହୋଇଛନ୍ତି। ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ପଶ୍ଚିମବଙ୍ଗର…

ଭାରତ ଛାଡୁଛନ୍ତି ଲୋକେ; ସାଢ଼େ ୩ ବର୍ଷରେ ୫ ଲକ୍ଷରୁ ଅଧିକ ଭାରତୀୟ ଛାଡ଼ିଛନ୍ତି ନାଗରିକତା

ନୂଆଦିଲ୍ଲୀ: ଭାରତ ଛାଡୁଛନ୍ତି ଲୋକେ  । ଚଳିତବର୍ଷ ଜୁନ ସୁଦ୍ଧା ୮୭ ହଜାର ୨୬ ଜଣ ଲୋକ ଭାରତ ନାଗରିକତା ଛାଡି ଅନ୍ୟ ଦେଶକୁ ପଳାଇଛନ୍ତି  । ଏନେଇ ଲୋକସଭାରେ ଏକ ପ୍ରଶ୍ନର ଉତ୍ତର ରଖିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର  । ଲୋକସଭା ସାଂସଦ କୀର୍ତ୍ତି ପି ଚିଦାମ୍ବରମ୍ ବୈଦେଶିକ…

ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର (୮୩)

ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ ବୀରା! ସିଆଡ଼େ କୁଆଡ଼େ ଯାଉଛ?” ପଛପଟୁ ରୋହାନ୍‌ର ଡାକରେ ବୀରା ତା' ଯନ୍ତ୍ରଣା ସିକ୍ତ ସ୍ମୃତି ରୋମନ୍ଥନରୁ ଫେରିଆସି ପଛକୁ ଚାହିଁଲା । ନିଜ ଭାବନାରେ ହଜିଯାଇ, ତାଙ୍କ ଟାକ୍ସି ଛିଡ଼ା ହୋଇଯିବା ସ୍ଥାନରୁ ସେ…

ବର୍ବରତାର ନଗ୍ନତା

ପ୍ରୀତିଛନ୍ଦା ଧଳଙ୍କ ନିୟମିତ ସ୍ତମ୍ଭ ‘ପ୍ରୀତିଲେଖା’ ଗତ 'ମେ' ମାସର ଘଟଣା  । ଆଜି ଭିଡ଼ିଓ ଭାଇରାଲ ହେଉଛି  । କି ଭୟଙ୍କର ସେ ଦୃଶ୍ୟ  । କି କଷ୍ଟ ସେ ଦୁଇ ମହିଳାଙ୍କ ଯନ୍ତ୍ରଣା  । ତା'ଠାରୁ ବେଶି ବଳିଯାଇଥିବ ପରିବାର ସଦସ୍ୟଙ୍କ ସ୍ଥିତି  । ଯେତେ ନିନ୍ଦା କଲେ କମ ପଡ଼ିଯିବ  । ବରଂ ଯେତେ…

ବନ୍ଧୁକ ମୁନରେ ଅପହରଣ: ଦୁଇ ଭାଇଙ୍କୁ ଉଠାଇ ନେଲେ ଦୁର୍ବୃତ୍ତ

ଗଞ୍ଜାମ: ବନ୍ଧୁକ ମୁନରେ ୨ ଭାଇଙ୍କୁ ଅପହରଣ । ଛତ୍ରପୁର ପୁଇଁତୋଳା ଜାତୀୟ ରାଜପଥ ନିକଟରେ ଘଟିଛି ଏପରି ଘଟଣା । ଦୁଇ ଭାଇ ଦୋକାନରେ ଥିବା ବେଳେ ହଠାତ ଦୁଇଟି କାରରେ କିଛି ଦୁର୍ବୃତ୍ତ ଆସି ଦୁଇ ଭାଇଙ୍କୁ ଧମକ ଦେଇଥିଲେ ଏବଂ ମୁଣ୍ଡରେ ବନ୍ଧୁକ ଲଗାଇାଇ ଦୋକାନରୁ ଉଠାଇ ନେଇଥିଲେ । ଖବର…

କବିତା : ବାପା

ସଞ୍ଜିତା ପ୍ରଧାନ  ବାପା ! ବ୍ରହ୍ମାଣ୍ଡର ଶ୍ରେଷ୍ଠ ଶବ୍ଦକୋଷ ସେଠି ଶବ୍ଦମାନେ ଯେତେଯେତେ କ୍ଲିଷ୍ଟ ଭାବାର୍ଥର ଗଭୀରତା ସେତେସେତେ ମିଷ୍ଟ । ସେଇ ଶବ୍ଦରେ ଗଢ଼ିହୁଏ ଅନେକ ଗପର ସହର କବିତାର ମନୋରମ ଗାଁ, ପଂକ୍ତିମାନେ ନିମିଷକେ ପାଲଟିଯାଆନ୍ତି ପ୍ରଜାପତି ଧାଡ଼ିସବୁ ମହୁମାଛି…

ଭାଷା ଭାଗବତ : ତାଂକର ଅକ୍ଷର

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଦେଖିନି ରୂପ ମୁଁ ତାଂକର ଅଥବା ଶୁଣିନାହିଁ ସ୍ବର ତେବେ ବି ତାଂକର ଅକ୍ଷର ପଢ଼ିଲେ ଲାଗଇ ନିଜର ସେ କି ମୋହର ପ୍ରତିନିଧି ଜାଣିନି ଯେଣୁ ଅଦ୍ୟାବଧି ବିସ୍ମିତ ହୁଏଁ ତାଂକୁ ପଢ଼ି ମୋ ମନୋଭାବ ଦେଲେ ଗଢ଼ି ମଧୁର କବିତା ରୂପରେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ମହାପ୍ରସାଦ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରରେ ଏକ ମୂଖ୍ୟ ଆକର୍ଷଣ ହେଲା ପ୍ରଭୁଙ୍କ ପ୍ରସାଦ। ତାହା ଅନ୍ନ ପ୍ରସାଦ (ମହାପ୍ରସାଦ ) ହେଉ ଅବା ବିଭିନ୍ନ ପିଷ୍ଟକ ଆଦି ସୁମିଷ୍ଟ ଭୋଗ ପଦାର୍ଥ(ଶୁଖିଲି…

ଦିବ୍ୟାଙ୍ଗ ଅଶୀଚାଳନା ଖେଳାଳି ମଧୁସ୍ମିତାଙ୍କୁ ୩.୭ ଲକ୍ଷ ଟଙ୍କାର କ୍ରୀଡ଼ା ସାମଗ୍ରୀ ଉପହାର ଦେଲେ ଦିବ୍ୟାଙ୍ଗ ତାନୟା

ଭୁବନେଶ୍ୱର: ଜଣେ ଦିବ୍ୟାଙ୍ଗକୁ ସହାୟତାର ହାତ ବଢ଼ାଇଛନ୍ତି ଆଉ ଜଣେ ଦିବ୍ୟାଙ୍ଗ। ମାନସିକ ଦିବ୍ୟାଙ୍ଗ ଲୀଲା ତାନୟା ଚୌଧୁରୀ ନିଜର ବଦାନ୍ୟତା ବଳରେ ସମସ୍ତଙ୍କ ହୃଦୟ ଜିଣିଛନ୍ତି । ସେ ଦିବ୍ୟାଙ୍ଗ ଅଶୀଚାଳନା ଖେଳାଳି ମଧୁସ୍ମିତା ସାହୁଙ୍କ ଅସୁବିଧା ଦୂର କରିବା ପାଇଁ ସାହାଯ୍ୟର ହାତ ବଢ଼ାଇଛନ୍ତି…