କୋଇଲା ବୋଝେଇ ଟ୍ରକ୍ ପଛରୁ ପିଟିଲା ସ୍କୁଟି, ୨ ମୃତ ଜଣେ ଗୁରୁତର
ଯାଜପୁର: ଟମକା ଥାନା ଅନ୍ତର୍ଗତ ଫୁଲଝର ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଦୁଇଜଣ ଯୁବକଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି l ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଏକ ସ୍କୁଟିରେ ୩ ଜଣ ଯୁବକ ଟମକା ଆଡକୁ ଯାଉଥିଲେ ସେହି ରାସ୍ତା ପାର୍ଶ୍ବରେ…