କ୍ରୀଡ଼ାର ବିକାଶରେ ଓଡ଼ିଶା ଅନ୍ୟ ରାଜ୍ୟ ପାଇଁ ଉଦାହରଣ: ରାଣୀ ରାମପାଲ
ଭୁବନେଶ୍ୱର : ଓଡ଼ିଶା ସରକାର ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ନେଇ ଯେଉଁ ଭଳି କାର୍ଯ୍ୟ କରୁଛନ୍ତି ତାହା ଅତି ପ୍ରଶଂସନୀୟ । କେବଳ ହକି ନୁହେଁ, ଅନ୍ୟ ସମସ୍ତ କ୍ରୀଡ଼ାକୁ ସମାନ ଭାବରେ ପୁଷ୍ଠପୋଷକତା କରୁଛନ୍ତି ରାଜ୍ୟ ସରକାର । କ୍ରୀଡ଼ାର ବିକାଶ ହେଉ କିମ୍ବା କ୍ରୀଡ଼ାବିତ୍ଙ୍କୁ…