ସାଧାରଣ ଯାତ୍ରୀଙ୍କ ସହ ମେଟ୍ରୋ ଟ୍ରେନରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଗଲେ ପ୍ରଧାନମନ୍ତ୍ରୀ, ବାଣ୍ଟିଲେ ଅନୁଭୂତି
ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଆଜି ‘ଦିଲ୍ଲୀ ବିଶ୍ୱବିଦ୍ୟାଳୟ’ର ୧୦୦ ବର୍ଷ ପୂର୍ତ୍ତି ସମାରୋହରେ ସାମିଲ ହୋଇଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗ ହେବା ପାଇଁ ସେ ଦିଲ୍ଲୀ ମେଟ୍ରୋରେ ଯାତ୍ରା କରିଛନ୍ତି ।
ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, …