Nuapada Bypoll: ଭୋଟ ଦେଉଛି ନୂଆପଡ଼ା, ନେତା ବାଛିବେ ଅଢେଇ ଲକ୍ଷ ଭୋଟର
ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ। ୨ ଲକ୍ଷ ୫୩ ହଜାର ୬୨୪ ଜଣ ଭୋଟର ନେତା ବାଛିବେ। ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର। ମୋଟ୍ ୩୫୮ ମତଦାନ କେନ୍ଦ୍ରରୁ ୪୭ଟି ସମ୍ବେଦନଶୀଳ ବୁଥ୍। ସମ୍ବେଦନଶୀଳ ବୁଥ୍ରେ ୪ଟା ଯାଏଁ, ଅନ୍ୟ ସବୁ ବୁଥ୍ରେ ୫ଟା ଯାଏଁ ଭୋଟିଂ…