Latest Odisha News

BREAKING NEWS

ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟୋରେଟ୍‍

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍‍, ସମାଜସେବୀ, କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡି.ଲିଟ୍‍ ଡିଗ୍ରୀ ପ୍ରଦାନ କରାଯାଇଛି । ଆଜି ଅନୁଷ୍ଠିତ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବରେ…

ରଣଜୀ ଟ୍ରଫି: ଓଡିଶାର ଇନିଂସ ପରାଜୟ

ଡେରାଡୁନ: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ଓଡିଶାର ନୈରାଶ୍ୟଜନକ ପ୍ରଦର୍ଶନ ଜାରୀ ରହିଛି । ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଦଳର ପ୍ରଦର୍ଶନ ସେଭଳି ସନ୍ତୋଷଜନକ ରହୁ ନାହିଁ । ଶୁକ୍ରବାର ଉତରାଖଣ୍ଡ ବିପକ୍ଷରେ ଓଡିଶା ଇନିଂସ ପରାଜୟବରଣ କରିଛି । ଅନ୍ତିମ ଦିବସରେ ଓଡିଶା ୧୬୫ ରନ କରି ଅଲଆଉଟ ହୋଇ…

କେମିତି ଆତ୍ମହତ୍ୟା କରିଥିଲେ ଗୋବିନ୍ଦ ? କଣ୍ଟାବାଞ୍ଜି ସବ୍ ଜେଲରେ ହେଲା ସିନ୍ ରିକ୍ରିଏସନ୍

ଭୁବନେଶ୍ୱର: କଣ୍ଟାବାଞ୍ଜି ସବଜେଲରେ ଗୋବିନ୍ଦ ସାହୁ ଆତ୍ମହତ୍ୟାର ସିନ୍ ରିକ୍ରିଏସନ୍ କରିଛି କ୍ରାଇମବ୍ରାଞ୍ଚ । ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ କଣ୍ଟାବାଞ୍ଜି ଜେଲରେ ଆତ୍ମହତ୍ୟା କରିଥିଲେ । ତେବେ ଜେଲ୍ ଭିତରେ କଡ଼ା ସୁରକ୍ଷା ଥାଇ କିଭଳି ଗୋବିନ୍ଦ ଆତ୍ମହତ୍ୟା କଲେ…

ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ନେଇ ପ୍ରସ୍ତୁତି ବୈଠକ

ପୁରୀ: ଚଳିତ ମାସ ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଆସିବା କାର୍ଯ୍ୟକ୍ରମ ରହିଛି । ଏ ନେଇ ଶୁକ୍ରବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମା ବିଭିନ୍ନ ବିଭାଗକୁ ସେମାନଙ୍କ କାର୍ଯ୍ୟ ସୂଚାରୁରୂପେ କରିବା…

ତାଳବଣିଆରେ ବିଜେଡି ପାଳିବ ପ୍ରତିଷ୍ଠା ଦିବସ

ପୁରୀ:  ଆସନ୍ତା ୨୬ ତାରିଖରେ ବିଜେଡି ପାଳିବ ୨୫ତମ ପ୍ରତିଷ୍ଠା ଦିବସ। ଏଥର ପ୍ରତିଷ୍ଠା ଦିବସ ପାଳିତ ହେବ ପୁରୀ ତାଳବଣିଆ ପଡ଼ିଆରେ । ଏ ନେଇ ତାଳବଣିଆ ପଡ଼ିଆ ଠାରେ ପ୍ରସ୍ତୁତି କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଛି। ଦଳ ପ୍ରତିଷ୍ଠା ଦିବସ ଅବସରରେ ଦଳର ସୁପ୍ରିମୋ ତଥା ରାଜ୍ୟ ସଭାପତି ନବୀନ…

ଆସିଲା କୋଭିଡ୍ ଗାଇଡଲାଇନ୍, ମାସ୍କ ପିନ୍ଧିବାକୁ ସରକାରଙ୍କ ଗୁରୁତ୍ୱ

ଭୁବନେଶ୍ୱର: କରୋନା ସ୍ଥିତିକୁ ନେଇ ରାଜ୍ୟ ସରକାର ସମୀକ୍ଷା କରିଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ହୋଇଥିବା ସମୀକ୍ଷା ବୈଠକରେ ବିଭିନ୍ନ ଦିଗକୁ ନେଇ ଆଲୋଚନା ହୋଇଛି । ମାସ୍କ ବ୍ୟବହାର, ହାତ ଧୋଇବାକୁ ଗୁରୁତ୍ୱ ଦିଆଯାଇଛି । ଲକ୍ଷଣ ଦେଖାଗଲେ…

ତାଲିବାନୀ କଟକଣା: ନିୟମ ନ ମାନିବାରୁ ମହିଳାଙ୍କୁ ମନା ହେଲା ୟୁନିଭର୍ସିଟି !

କାବୁଲ:  ଆଫଗାନ ଝିଅଙ୍କ ମନା ହେଲା ବିଶ୍ୱବିଦ୍ୟାଳୟ । ଉଚ୍ଚଶିକ୍ଷାରେ ଲାଗିଲା ପ୍ରତିବନ୍ଧକ । ଗତ ମଙ୍ଗଳବାର ଦିନ ତାଲିବାନ ଅଧିକାରୀମାନେ ଅନିର୍ଦ୍ଦିଷ୍ଟକାଳ ଯାଏ ଏମିତି ପ୍ରତିବନ୍ଧକ ଲଗାଇଛନ୍ତି  । ଏନେଇ ଉଚ୍ଚ ଶିକ୍ଷା ମନ୍ତ୍ରାଳୟ ସମସ୍ତ ସରକାରୀ ଓ ବିଶ୍ୱବିଦ୍ୟାଳୟକୁ ଚିଠି କରିଛନ୍ତି ।…

ଅବତାର ୨ର କଲେକ୍ସନ ୫୦୦୦ କୋଟି ଛୁଇଁଲା

ମୁମ୍ବାଇ: ଜେମ୍ସ କାମେରୁନଙ୍କ ଅବତାର ୨ ସାରା ବିଶ୍ୱରେ ଧମାକାଦାର ବିଜିନେସ କରୁଛି । ରିପୋର୍ଟ ମୁତାବକ ଏବେ ଏହା ୬୦୦ ମିଲିୟନ ଡଲାର ତଥା ୫୦୦୦କୋଟି ଟଙ୍କାର ବ୍ୟବସାୟ କରିସାରିଛି । ଭାରତରେ ମଧ୍ୟ ଅବତାର ୨ର ବକ୍ସ ଅଫିସ କଲେକ୍ସନ ୨୦୦ କୋଟି ଛୁଇଁଛି । ଏଥିସହ ପ୍ରଥମ ସପ୍ତାହରେ ଭାରତରେ ୨ୟ…

୪୭୯୦ କନେଷ୍ଟବଳ ପଦବୀ ପୂରଣ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ପୋଲିସ ଚାକିରୀ ଆଶାୟୀଙ୍କ ପାଇଁ ଆସିଲା ଖୁସି ଖବର ।  ଖୁବ୍‌ ଶୀଘ୍ର ପୋଲିସ ବିଭାଗରେ ଖାଲି ପଡ଼ିଥିବା ପଦବୀ ପୂରଣ ହେବ । ଏନେଇ ମୁଖ୍ୟମନ୍ତ୍ରୀ ନୋଟିସ୍‌ ଜାରି କରିଛନ୍ତି । ଓଡିଶା ପୋଲିସରେ ୪୭୯୦ଟି କନେଷ୍ଟବଳ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ; ପୋଲିସ କର୍ମଚାରୀ ମୃତ

ଇସଲାମାବାଦ: ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ରାଜଧାନୀ ଇସଲାମବାଦ ଛାତି ଉପରେ ହୋଇଛି ଆତ୍ମଘାତୀ ବିସ୍ଫୋରଣ । ଏଥିରେ ଜଣେ ପୋଲିସ କର୍ମଚାରୀଙ୍କର ମୃତ୍ୟୁ ଘଟିଥିବାବେଳେ ୪  ଜଣ ପୋଲିସ କର୍ମଚାରୀ ଆହତ ହୋଇଥିବାବେଳେ ଜଣ ସାଧାରଣ ଲୋକ ମଧ୍ୟ ଆହତ ହୋଇଛନ୍ତି । ଏମିତି ଘଟଣା ଘଟିଛି…