ପଞ୍ଚାୟତ କାର୍ଯ୍ୟାଳୟରେ ଓଲଟା ଝୁଲୁଛି ଜାତୀୟ ପତାକା
ଢେଙ୍କାନାଳ: ଜାତୀୟ ପତାକାକୁ ଅସମ୍ମାନ । ଜାତୀୟ ପତାକାକୁ ଝାଲର କରି ଟଙ୍ଗା ଯାଇଛ ଦରଜା ଓ କବାଟରେ । ଓଲଟା ମାଳ କରି ଝୁଲା ଯାଇଛି । ଗୋଟିଏ ବା ଦୁଇ ଦିନ ନୁହେଁ, ଦୀର୍ଘ ଦିନ ହେଲା ଏହି ମାଳ ଏଠାରେ ଝୁଲୁଥିବାବେଳେ କାହାର ଏଥିପ୍ରତି ନଜର ନାହିଁ । ଏମିତି ଦୃଶ୍ୟ ଦେଖିବାକୁ ମିଳିଛି…