Chinese Ambassador Xu Feihong: ‘ଏକାଠି ଲଢିବେ ଭାରତ-ଚୀନ୍’, ଆମେରିକାକୁ ବଡ ବାର୍ତ୍ତା ଦେଲେ ଚୀନ୍…
ନୂଆଦିଲ୍ଲୀ: ଆମେରିକାର ଶୁଳ୍କ ଉତ୍ତେଜନା ଭିତରେ ଏବେ ନିକଟତର ହୋଇଛନ୍ତି ଚୀନ ଏବଂ ଭାରତ । ଚୀନ୍ ରାଷ୍ଟ୍ରଦୂତ ଜୁ ଫିହୋଙ୍ଗ ସିଧା ଆମେରିକାକୁ ବଡ ବାର୍ତ୍ତା ଦେଇଛନ୍ତି । କହିଛନ୍ତି ଯେ ଭାରତ ଏବଂ ଚୀନ୍ ମିଳିତ ଭାବରେ ଆମେରିକାର ଟ୍ରମ୍ପ୍ ସରକାର ଦ୍ୱାରା ଲାଗୁ କରାଯାଇଥିବା ୫୦ ପ୍ରତିଶତ…