ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର ଏବଂ ବ୍ୟାଙ୍କକକୁ ସିଧା ଉଡ଼ିବ ବିମାନ
ଭୁବନେଶ୍ୱର: ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ସିଧା ଦୁବାଇ, ସିଙ୍ଗାପୁର ଏବଂ ବ୍ୟାଙ୍କକକୁ ବିମାନ ଉଡ଼ିବ। ମଙ୍ଗଳବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ଏପରି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ତିନି ସ୍ଥାନକୁ ବିମାନ ଉଡାଇବା ପାଇଁ ଇଣ୍ଡିଗୋ ବିମାନ କର୍ତ୍ତୃପକ୍ଷ…