ନିଜେ ପଢିଥିବା ସ୍କୁଲ୍ର ପିଲାଙ୍କୁ ‘ଆଦିପୁରୁଷ’ ଦେଖାଇବେ କ୍ରିତି
ମୁମ୍ବାଇ: ‘ରାମାୟଣ’ କାହାଣୀ ଆଧାରିତ ତଥା ସାଉଥ୍ ସୁପରଷ୍ଟାର ପ୍ରଭାସ ଓ ବଲିଉଡ୍ ନାୟିକା କ୍ରିତି ସାନନଙ୍କ ଅଭିନୀତ ଫିଲ୍ମ ‘ଆଦିପୁରୁଷ’ ଏବେ ଖୁବ୍ ଚର୍ଚ୍ଚାରେ । ଏହି ଫିଲ୍ମ ଗତ ୧୬ ତାରିଖରେ ରିଲିଜ୍ ହୋଇଯାଇଛି । ରାମାୟଣର କାହାଣୀକୁ ବଡ଼ ପରଦାରେ ଦେଖିବାକୁ ଦର୍ଶକ ଉତ୍ସାହର ସହିତ ଅପେକ୍ଷା…