‘ତାରକ୍ ମେହେତା କା ଉଲ୍ଟା ଚଷମା’ର ପ୍ରଯୋଜକଙ୍କ ବିରୋଧରେ ଯୌନ ଶୋଷଣ ମାମଲା
ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ହାସ୍ୟ ଧାରାବାହିକ ‘ତାରକ୍ ମେହେତାକା ଉଲ୍ଟା ଚଷମା’ର ପ୍ରଯୋଜକ ଅସିତ ମୋଦୀଙ୍କ ବିରୋଧରେ ଯୌନ ଶୋଷଣ ମାମଲା । ଏଥିସହିତ ଧାରାବାହିକର ଅପରେଶନ ହେଡ ସୋହେଲ ରମାଣି ଏବଂ କାର୍ଯ୍ୟନିର୍ବାହୀ ନିର୍ମାତା ଜତିନ ବଜାଜଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ ହୋଇଛି । ହେଲେ…