Latest Odisha News

BREAKING NEWS

ତେଲେଙ୍ଗାନା ଗସ୍ତରେ ପ୍ରଧାନମନ୍ତ୍ରୀ, ୬୧୦୦ କୋଟି ମୂଲ୍ୟର ପ୍ରକଳ୍ପ କରିବେ ଶିଳାନ୍ୟାସ

ଓଡ଼ିଶା ସମ୍ବାଦ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦୁଇଟି ରାଜ୍ୟ ଗସ୍ତ କରିବେ। ପ୍ରଥମେ ସେ ତେଲେଙ୍ଗାନାରୁ ଯାତ୍ରା ଆରମ୍ଭ କରି ରାଜସ୍ଥାନକୁ ଯିବେ। ତେଲେଙ୍ଗାନାର ୱାରଙ୍ଗଲକୁ ପହଞ୍ଚି ଏକ ସାଧାରଣ କାର୍ଯ୍ୟକ୍ରମରେ ଯୋଗଦେବେ, ଯେଉଁଠାରେ ସେ ବିଭିନ୍ନ ପ୍ରକଳ୍ପର ମୂଳଦୁଆ ପକାଇବେ।…

ମନୀଷ ସିସୋଦିଆଙ୍କ ୫୨ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ, ତାଙ୍କ ପତ୍ନୀ ଓ ଅନ୍ୟ ୩ଜଣ ଅଭିଯୁକ୍ତଙ୍କର ୫୨.୨୪ କୋଟି ଟଙ୍କା ସମ୍ପତ୍ତି ଜବତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ସିସୋଦିଆ ଓ ତାଙ୍କ ପତ୍ନୀ ସୀମାଙ୍କ ନାମରେ ଥିବା ୭୦…

ଭାରସାମ୍ୟ ହରାଇ ଟ୍ରେନ୍ ଲାଇନକୁ ମାଡ଼ିଗଲା ବସ: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ସମ୍ବଲପୁର: ଭାରସାମ୍ୟ ହରାଇ ଟ୍ରେନ ଲାଇନକୁ ମାଡ଼ିଗଲା ବସ । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ଆଜି ଭୋର ସମୟରେ ସମ୍ବଲପୁର ଜିଲ୍ଲା ଲକ୍ଷ୍ମୀଡୁଙ୍ଗୁରୀ ନିକଟରେ ରେଲୱେ ଟ୍ରାକ ନିକଟକୁ ବସ ମାଡ଼ି ଯାଇଥିବା ସୂଚନା ମିଳିଛି । ଫଳରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ତେବେ ବଡ ଦୁର୍ଘଟଣାରୁ…

ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର(୬୯)

ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ ରୋହାନ୍ ଯେତେବେଳେ ଜଣାଇଲା ଯେ “ବେଗଲ” ଖାଇବା ପାଇଁ ବୀରା ନିକଟସ୍ଥ ଏକ କ୍ୟାଫେକୁ ଯାଇଛି, ସେତେବେଳେ ସିଡ଼୍ ଆଶ୍ଚର୍ଯ୍ୟ ହୋଇଥିଲେ ବି ଖୁସି ହୋଇଯାଇଥିଲା ଯେ ବୀରା ଧୀରେ ଧୀରେ ସହଜ ହେଲାଣି । ଏଇ ନିକଟରେ…

ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ, ଆରମ୍ଭ ହେଲା ମତଦାନ

କୋଲକାତା: ଆଜି ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ। ନିର୍ବାଚନ ପାଇଁ ସକାଳୁ ଆରମ୍ଭ ହୋଇଯାଇଛି ମତଦାନ। କଡ଼ା ସୁରକ୍ଷା ମଧ୍ୟରେ ସକାଳ ୭ଟାରୁ ହେଉଛି ମତଦାନ। ରାଜ୍ୟ ନିର୍ବାଚନ କମିଶନଙ୍କ ସୂଚନା ଅନୁସାରେ ୨୨ଟି ଜିଲ୍ଲାର ଜିଲ୍ଲା ପରିଷଦ, ପଞ୍ଚାୟତ ସମିତି ଓ ଗ୍ରାମ ପଞ୍ଚାୟତ ଲାଗି ଆରମ୍ଭ…

କବିତା : ସେଇ ହସ

ସଞ୍ଜିତା ପ୍ରଧାନ ଅଗଣିତ ଭାଗରେ ବିଭକ୍ତ ଆଜ ସନ୍ତର୍ପଣରେ ସାଉଁଟି ଥିବା ତୋ’ର ଅନିନ୍ଦ୍ୟ କଳେବର, ସମଗ୍ର ଅବୟବ କାଳାନଳେ ଦଗ୍ଧ ଆଜନ୍ମ ସଞ୍ଚିତ ସ୍ୱାଭିମାନର ।। ଦେଖିଥିବା ପୁଞ୍ଜାଏ ସ୍ବପ୍ନ ଚେଇଁଥିବା ମୁଦ୍ରିତ ନୟନ ଯୁଗଳେ ଅନାୟାସେ ନିବର୍ତ୍ତି ଯା’ନ୍ତି, ଅର୍ଣ୍ଣବ କଲ୍ଲୋଳେ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ, ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏକ ଘୂର୍ଣ୍ଣିବଳୟ। ଫଳରେ ରାଜ୍ୟର ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାର ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ…

ଭାଷା ଭାଗବତ : ଏକାଂତବାସୀ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଏକାଂତବାସୀ ହୋଇ ଜଣେ ଲୁଚି ରହିଲେ ଘର କୋଣ ତା ମନ କରେ ପର୍ଯଟନ ସ୍ବେଚ୍ଛାରେ ଅନେକ ଭୁବନ ସେ ହେଲେ କାଳ, ସ୍ଥଳାଶ୍ରୟୀ ନିଜ ସାମର୍ଥ୍ୟ ଅନୁଯାୟୀ ଭାବକୁ କରିପାରେ ଲିପି ନ ରହେ ନିଷ୍କ୍ରିୟ କଦାପି ନିଜକୁ ନିଜେ ଦେଇ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଙ୍କ ବିଶେଷ ନୀତି ବିଷୟରେ ଜାଣିବା ପାଇଁ ଆମେ ଶ୍ରୀମନ୍ଦିର ସତ୍ୱଲିପିରେ ବର୍ଣ୍ଣିତ ନୈମିତିକ -ବିଧି ଗୁଡିକ ଅନୁଧ୍ୟାନ କରିବା। ଏହି ପ୍ରସଙ୍ଗରେ ଗୁରୁବାର (ମlଜଣା ଓ…

ନିଷିଦ୍ଧାଞ୍ଚଳରେ ମତ୍ସ୍ୟଜୀବୀ ମୃତ୍ୟୁ ଘଟଣା, ବାଲେଶ୍ବର ଏସପି ଓ ଜିଲ୍ଲାପାଳଙ୍କୁ ସମନ କଲା ଏନଏଚଆରସି

ବାଲେଶ୍ୱର: ଚାନ୍ଦିପୁରସ୍ଥିତ ଡିଆରଡିଓର ନିଷିଦ୍ଧାଞ୍ଚଳରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟଣାରେ ଜାତୀୟ ମାନବାଧିକାର କମିସନ୍ (ଏନଏଚଆରସି) ବାଲେଶ୍ୱର ଜିଲ୍ଲାପାଳ ଓ ଏସପିଙ୍କୁ ସମନ୍ ଜାରି କରିଛନ୍ତି। ଘଟଣା ସମ୍ପର୍କରେ ଆବଶ୍ୟକ ରିପୋର୍ଟ ଦେବାରେ ବିଫଳ ହୋଇଥିବାରୁ ଏହି ଦୁଇ ଅଧିକାରୀଙ୍କୁ…