ବାରରେ ଲାଗିଗଲା ନିଆଁ: ଫସି ରହିଥିଲେ ୪
ଭୁବନେଶ୍ୱର:ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ । ଭୁବନେଶ୍ୱର ସହିଦନଗର ଅଞ୍ଚଳରେ ଥିବା ଭବାନୀ ମଲ୍ ନିକଟ ଏକ ବାର୍ରେ ଆଜି ଅପରାହ୍ଣରେ ନିଆଁ ଲାଗି ଯାଇଥିଲା । ଫଳରେ ଚାରିଆଡ ଧୂଆଁମୟ ହୋଇ ଯାଇଥିଲା । ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛନ୍ତି। ତେବେ ଏହି…