ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
ଭୁବନେଶ୍ୱର: ସମୟ ପୂର୍ବରୁ ସରିଲା ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରସ୍ତାବ ଆଣିଥିଲେ ମୁଖ୍ୟ ସଚେତକ। ୯ଟି କାର୍ଯ୍ୟ ଦିବସ ମଧ୍ୟରୁ ମାତ୍ର ୫ ଦିନ ଚାଲିଲା ବିଧାନସଭା…