ଏକାଠି ହେଲେ ଗେହଲଟ ପାଇଲଟ!
ଭୁବନେଶ୍ୱର: ରାଜସ୍ଥାନ ବିଧାନସଭା ନିର୍ବାଚନ ପୂର୍ବରୁ ସଚିନ ପାଇଲଟଙ୍କୁ ମନେଇବାରେ ସଫଳ ହୋଇଛି କଂଗ୍ରେସ। ନିର୍ବାଚନ ପାଖେଇ ଆସୁଥିବାବେଳେ କଂଗ୍ରେସ ଆଗୁଆ ରଣନୀତି ପ୍ରସ୍ତୁତ କରିଛି।
ଦଳ ସେଠାରେ କ୍ଷମତାରେ ଥିବାବେଳେ ଆଗକୁ ମଧ୍ୟ କିଭଳି କ୍ଷମତାକୁ ଆସିବ ସେ ନେଇ କଂଗ୍ରେସର କେନ୍ଦ୍ରୀୟ…