୪୮ ଘଣ୍ଟା ଯାଇନି, କୋଟାରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା
ଜୟପୁର: ନିଟ୍ ପ୍ରବେଶିକା ପରୀକ୍ଷା ପାଇଁ ପ୍ରଶିକ୍ଷଣ ନେଉଥିବା ଜଣେ ୧୮ ବର୍ଷୀୟ ଯୁବକ ଆତ୍ମହତ୍ୟାର ୪୮ ଘଣ୍ଟା ଯାଇନି, ଆଉ ଜଣେ ଛାତ୍ରଙ୍କ ଆତ୍ମହତ୍ୟା ଖବର ଆସିଛି । ଦେଶର ସବୁଠାରୁ ବଡ କୋଚିଂ ହବ କୁହାଯାଉଥିବା କୋଟା ଏବେ ସୁଇସାଇଡ଼ ହବ ପାଲଟି ଯାଇଛି । ବିହାର ଛାତ୍ର ୧୬ ବର୍ଷ…