ଖଣି ନିଲାମରୁ ମିଳିଥିବା ରାଜସ୍ୱରୁ ଓଡିଶାକୁ ୧୯୯ କୋଟି ଦେଲା କେନ୍ଦ୍ର
ଭୁବନେଶ୍ୱର: କୋଇଲା ଖଣି ନିଲାମରୁ ମିଳିଥିବା ଅର୍ଥ ମଧ୍ୟରୁ କେନ୍ଦ୍ର ସରକାର ୭୦୪ କୋଟି ଟଙ୍କାର ଅର୍ଥ ରାଶି ସମ୍ପୃକ୍ତ ଛ’ଟି କୋଇଲା ଖଣି ସମୃଦ୍ଧ ରାଜ୍ୟକୁ ଅଗ୍ରୀମ ଆକାରରେ ଯୋଗାଇ ଦେଇଛନ୍ତି । କେନ୍ଦ୍ର କୋଇଲା ମନ୍ତ୍ରଣାଳୟ ସମ୍ପୃକ୍ତ ରାଜ୍ୟମାନଙ୍କୁ କୋଇଲା ରାଜଭାଗ ଅନୁସାରେ ଏହି ଅର୍ଥ…