ବସ ଚକା ତଳେ ଚାଲିଗଲା ବୃଦ୍ଧଙ୍କ ଜୀବନ, ଘଟଣାସ୍ଥଳରେ ଚାପା ଉତ୍ତେଜନା
ପୁରୀ : ମାଳତୀପାଟପୁର ନିକଟ ଅଗ୍ନି ଢାବା ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ହେଉଛନ୍ତି ପୁରୀ ସର୍ବୋଦୟ ନଗରର ପ୍ରଭାକର ମିଶ୍ର । ସୂଚନା ଅନୁଯାୟୀ, ଆଜି ଦିନ ୧.୩୦ ସମୟରେ ଜାତୀୟ ରାଜପଥରେ ଦୁର୍ଘଟଣା ଘଟିଥିଲା ।
ତେବେ ଜାତୀୟ…