ଆସନ୍ତା ଜୁଲାଇ ୧୨ ରୁ ୧୯ ମଧ୍ୟରେ ଲଞ୍ଚ୍ ହେବ ଚନ୍ଦ୍ରଯାନ-୩, ଇସ୍ରୋ ପକ୍ଷରୁ ସୂଚନା
ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଚନ୍ଦ୍ରଯାନ-୩କୁ ଚନ୍ଦ୍ର ପୃଷ୍ଠରେ ସଫଳ ଅବସ୍ଥାପିତ କରିବ। ଏନେଇ ଚାଲିଛି ଜୋରଦାର ପ୍ରସ୍ତୁତି ଚଳାଇଛି। ଏନେଇ ଇସ୍ରୋ ଚେୟାରମ୍ୟାନ୍ ଏସ୍ ସୋମନାଥ ସୋମବାର କହିଛନ୍ତି ଯେ ଯଦି ସମସ୍ତ ପରୀକ୍ଷା ସଫଳ ହୁଏ ତେବେ ଚନ୍ଦ୍ର ପୃଷ୍ଠରେ…