ମଣିପୁର ଭାଇରାଲ ଭିଡିଓ ମାମଲାରେ ଗିରଫ ଚାରି ଅଭିଯୁକ୍ତଙ୍କୁ ନିଜ ହେପାଜତକୁ ନେଲା ସିବିଆଇ
ଇମ୍ଫାଲ: ହିଂସାଗ୍ରସ୍ତ ମଣିପୁରରେ ଦୁଇ ଜଣ ମହିଳାଙ୍କୁ ଉଲଗ୍ନ କରି ଚଲାଇବା ଭିଡିଓ ଭାଇରାଲ୍ କରିବା ଘଟଣାରେ ପୁଲିସ ଗିରଫ କରିଥିବା ଚାରି ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇଛି ସିବିଆଇ। ଏହି ଘଟଣାକୁ ନେଇ ଆଜି ସୁପ୍ରିମକୋର୍ଟ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାଙ୍କୁ କଡା ପ୍ରଶ୍ନ କରିଥିବା ବେଳେ…