ଶରଧାବାଲି ଛାଡିଲେ ତିନି ଦିଅଁ: ନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ ଆରମ୍ଭ ହେଲା ରଥଟଣା
ପୁରୀ: ଶରଧାବାଲି ଛାଡିଲେ ତିନି ଠାକୁର । ନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ ଶେଷ ହୋଇଥିଲା ନୀତିକାନ୍ତି । ସଅଳ ସଅଳ ଶ୍ରୀମନ୍ଦିର ଅଭିମୁଖେ ବାହାରି ପଡିଥିଲେ ତିନି ଦିଅଁ । ମଧ୍ୟାହ୍ନ ପ୍ରାୟ ଗୋଟାଏ ବେଳକୁ ଆରମ୍ଭ ହୋଇଥିଲା ରଥଟଣା । ପ୍ରଥମେ ତାଳଧ୍ୱଜ ଶରଧାବାଲି ଛାଡି ସିଂହଦ୍ୱାର…