ଆଜି ମହରମ୍, ଭଦ୍ରକରେ ୨୫ ପ୍ଲାଟୁନ ପୋଲିସ ମୁତୟନ
ଭୁବନେଶ୍ଵର: ଆଜି ମୁସଲମାନ ଧର୍ମାବଲମ୍ବୀଙ୍କ ପବିତ୍ର ପର୍ବ ମହରମ । ବର୍ଷର ଚାରିଟି ପବିତ୍ର ମାସ ମଧ୍ୟରୁ ଏହା ହେଉଛି ଅନ୍ୟତମ । ରମଜାନ ପରେ ଏହା ଦ୍ୱିତୀୟ ପବିତ୍ର ମାସ । ଏହି ମାସରେ ମୁସଲମାନମାନେ ଉପବାସ ପାଳନ କରିଥାନ୍ତି । ଶିୟା ମୁସଲମାନମାନେ ମାସ ସାରା ରୋଜା ପାଳନ କରିଥାନ୍ତି ।…