ବାହାନଗା ରେଳ ଷ୍ଟେସନରେ ୨୬ ଦିନ ପରେ ଆଜିଠୁ ପୁଣି ଟ୍ରେନ୍ ସେବା ଆରମ୍ଭ
ବାହନଗା: ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାର ୨୬ ଦିନ ପରେ ଆଜିଠୁ ସ୍ବାଭାବିକ ହେବାକୁ ଯାଉଛି ରେଳସେବା। ଦୁର୍ଘଟଣାରେ ୨୯୨ ଜଣଙ୍କୁ ମୃତ୍ୟୁ ଘଟିଛି। ଦୁର୍ଘଟଣାର ସିବିଆଇ ତଦନ୍ତ ଚାଲିଥିବାରୁ ରେଳସେବା ସାମୟିକ ପାଇଁ ବନ୍ଦ ରହିଥିଲା। ଦକ୍ଷିଣ-ପୂର୍ବ ରେଳପଥ ପକ୍ଷରୁ କୁହାଯାଇଛି ଯେ,…