Latest Odisha News

BREAKING NEWS

ଶିଶୁମାନଙ୍କ ପାଇଁ ଓଆର୍‌ଏସ୍ ଭ୍ୟାକ୍ସିନ୍ ସଦୃଶ

ଭୁବନେଶ୍ୱର: ବର୍ଷା ଦିନେ ଶିଶୁମାନଙ୍କ କ୍ଷେତ୍ରରେ ଡାଇରିଆ ଓ ଡିସେନ୍‌ଟ୍ରି ଭଳି ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇଥାଏ । ଅନେକ ଶିଶୁ ଏହି ରୋଗରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥାନ୍ତି । ତେବେ ଏହି ସମୟରେ ସେମାନଙ୍କୁ ଉପଯୁକ୍ତ ପରିମାଣର ଓରାଲ ରିହାଇଡ୍ରେସନ ସଲ୍ୟୁସନ୍…

କଳିଙ୍ଗ ହସ୍ପିଟାଲ୍ ଲିମିଟେଡ୍ ପକ୍ଷରୁ ୱାକାଥନ୍ ସହ ବିଶ୍ୱ ହେପାଟାଇଟିସ୍ ଦିବସ ପାଳିତ

ଭୁବନେଶ୍ୱର: ଭୁବନେଶ୍ୱର ଓଡ଼ିଶାର ଅଗ୍ରଣୀ ସ୍ୱାସ୍ଥ୍ୟସେବା ପ୍ରଦାନକାରୀ ସଂସ୍ଥା କଳିଙ୍ଗ ହସ୍ପିଟାଲ୍‌ ଲିମିଟେଡ୍‌ ପକ୍ଷରୁ ବିଶ୍ୱ ହେପାଟାଇଟିସ୍‌ ଦିବସରେ ପଦଯାତ୍ରା ପାଳିତ ହୋଇଯାଇଛି । ହେପାଟାଇଟିସ୍‌ ଭଳି ମାରାତ୍ମକ ରୋଗ ବିରୋଧରେ ବ୍ୟାପକ ସଚେତନତା ସୃଷ୍ଟି ପାଇଁ ଶହେରୁ ଅଧିକ ଲୋକ ଏହି…

ପ୍ରେମିକାଙ୍କ ସହ ଆର୍ଜେଣ୍ଟିନାରେ ଛୁଟି କାଟୁଛନ୍ତି ହ୍ରିତିକ : ରୋମାଣ୍ଟିକ୍ ଫଟୋ ସେୟାର କଲେ ସବା

ମୁମ୍ବାଇ: ଆର୍ଜେଣ୍ଟିନାରେ ଛୁଟି କାଟୁଛନ୍ତି ଅଭିନେତା ହ୍ରିତିକ ରୋଶନ ଓ ତାଙ୍କ ପ୍ରେମିକା ସବା ଆଜାଦ । ଉଭୟ ଆର୍ଜେଣ୍ଟିିନାର ବୁଏନ୍ସ ଆୟରିସରେ ସମୟ ବିତାଉଛନ୍ତି । ଏହି ସମୟର କିଛି ରୋମାଣ୍ଟିକ୍ ଫଟୋ ସୋସିଆଲ ମିଡ଼ିଆରେ ସେୟାର କରିଛନ୍ତି ନିଜେ ସବା । ଯାହା ଏବେ ସୋସିଆଲ ମିଡିଆରେ ଖୁବ୍…

କମ୍ ମୂଲ୍ୟରେ ପାହାଡ଼ କିଣି କରିଦେଲେ ବିଳାସପୂର୍ଣ୍ଣ ହୋଟେଲ: କରୁଛନ୍ତି ଲକ୍ଷ ଲକ୍ଷ ଟଙ୍କା ରୋଜଗାର

ଟେକ୍ସାସ: କୁହାଯାଏ ଯଦି ଆପଣଙ୍କର ସୃଜନଶୀଳତା ଅଛି, ତେବେ ଆପଣ କୌଣସି ବି ଜିନିଷକୁ ଆକର୍ଷଣୀୟ କରିପାରିବେ । କୌଣସି ମୂଲ୍ୟହୀନ ଜିନିଷ ମୂଲ୍ୟବାନ ହୋଇପାରିବ । ଏହିପରି ଜଣେ ସୃଜନଶୀଳ ବ୍ୟକ୍ତି ଏବେ ଚର୍ଚ୍ଚାକୁ ଆସିଛନ୍ତିି । ବ୍ୟକ୍ତି ଜଣକ ମରୂଭୂମିରେ କିଣିଥିବା ଏକ ପରିତ୍ୟକ୍ତ ପାହାଡ ଆଜି…

ସୋଆ କୃଷି ମହାବିଦ୍ୟାଳୟରେ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଉଦ୍‌ଘାଟିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ରେ ଏକ ମୋଲିକ୍ୟୁଲାର ବାୟୋଲୋଜି ଓ ବାୟୋଟେକ୍ନୋଲୋଜି ଲ୍ୟାବ ଗତ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି । ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ଉଦ୍‌ଘାଟନୀ…

ବିଳାସପୂର୍ଣ୍ଣ କାର୍ ଛାଡ଼ି ରିକ୍ସାରେ ବୁଲିଲେ,ରାସ୍ତା କଡ଼ ଦୋକାନରେ ଖାଇଲେ ନବ୍ୟା

ମୁମ୍ବାଇ: ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ନାତୁଣୀ ନବ୍ୟା ନବେଲି ନନ୍ଦା ଏବେ ଖୁବ୍ ଚର୍ଚ୍ଚାରେ । ବିଳାସପୂର୍ଣ୍ଣ କାର୍ ଛାଡ଼ି ରିକ୍ସାରେ ବୁଲିଲେ ନବ୍ୟା । ସ୍ୱାସ୍ଥ୍ୟ କମ୍ପାନି ଆରା ହେଲ୍ଥର ସହ-ପ୍ରତିଷ୍ଠାତା ନବ୍ୟା ଜୟପୁର ଯାଇଥିବା ବେଳେ ସେଠାରେ ବିଳାସପୂର୍ଣ୍ଣ କାର୍ ଛାଡ଼ି…

ଗୁରୁକୃପା ଆଶ୍ରମରେ ରକ୍ତ ଛିଟା, ବାବାଙ୍କୁ କାଠ ଫାଳିଆରେ ପିଟିପିଟି ହତ୍ୟା

ପୁରୀ: ଆଶ୍ରମରେ ଗଡ଼ିଲା ମୁଣ୍ଡ । ବାବାଙ୍କୁ ହତ୍ୟା କଲେ ବାବା । ପୁରୀ ବାସେଳିସାହି ଥାନା ଗୁରୁକୃପା ଆଶ୍ରମରେ ହତ୍ୟାକାଣ୍ଡ ଘଟିଛି । ଜଣେ ବାବା ଆଉ ଜଣେ ବାବାଙ୍କୁ କାଠ ଫାଳିଆରେ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରିଥିବା ବେଳେ ଆଉ ଜଣେ ବାବା ଗୁରୁତର ଆହତ ହୋଇଥିବା ଅଭିଯୋଗ ହୋଇଛି ।…

ଲିଭ-ଇନ ଚାହୁଁନି ବିଜେପି!

ଭୁବନେଶ୍ୱର: ଦେଶରେ ଚାଲିଥିବା ଲିଭ ଇନ ରିଲେସନସିପ ଉପରେ ବ୍ୟାନ ଲଗାଇବାକୁ ଦାବି। ଖୋଦ କେନ୍ଦ୍ରର ଶାସକ ଦଳ ବିଜେପି ସାଂସଦ ଅଜୟ ପ୍ରତାପ ସିଂ ଏଭଳି ଦାବି କରିଛନ୍ତି। ଲିଭ ଇନ ରିଲେସନସିପକୁ ବେଆଇନ କରିବା ପାଇଁ ଆଇନ ଆଣିବାକୁ ସାଂସଦ ଅଜୟ ପ୍ରତାପ ସିଂ ରାଜ୍ୟସଭାରେ ଦାବି ରଖିଛନ୍ତି।…

ରାଜକୀୟ ଢଙ୍ଗରେ ମଇଁଷି ଉପରେ ଯାତ୍ରା କରୁଛି ବୁଲା କୁକୁର

ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାରର ଭିଡିଓ ଦେଖିବାକୁ ମିଳିଥାଏ । ବେଳେବେଳେ ଏମିତି କିଛି ଭିଡିଓ ଦେଖିବାକୁ ମିଳିଥାଏ, ଯେଉଁଥିରୁ ଆମକୁ କିଛି ଶିକ୍ଷା ମିଳିଥାଏ । ସେହିପରି ଆଉ କିଛି ଭିଡ଼ିଓ ଏମିତି ଥାଏ ଯାହାକୁ ଦେଖିଲେ ଆମେ ହସିହସି ବେଦମ ହୋଇଯାଇଥାଉ । ପଶୁମାନଙ୍କର ବି ମଜାଳିଆ ଭିଡ଼ିଓ…

ଆୟର୍ଲାଣ୍ଡ ସିରିଜ ପରେ ଅବସର ନେବେ ଭୁବନେଶ୍ୱର !

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ଅନୁଭବୀ ପେସ ବୋଲର ଭୁବନେଶ୍ୱର କୁମାର କ୍ରିକେଟରୁ ଅବସର ନେବା ନେଇ ଚର୍ଚ୍ଚା ଜୋର ଧରିଛି । ଏପରିକି ଆୟର୍ଲାଣ୍ଡ ସିରିଜ ପରେ ସେ ଏହି ନିଷ୍ପତି ନେଇ ପାରନ୍ତି ବୋଲି ରିପୋର୍ଟ ପ୍ରକାଶ ପାଇଛି । ତେବେ ଏ ନେଇ ଭୁବନେଶ୍ୱର ପକ୍ଷରୁ କୌଣସି ବୟାନ ଆସି ନାହିଁ ।…