କର୍ଣ୍ଣାଟକ ରାଜ୍ୟପାଳଙ୍କୁ ନନେଇ ଚାଲିଗଲା ଏୟାର ଏସିଆର ବିମାନ, ପ୍ରୋଟୋକଲ ଉଲ୍ଲଂଘନ ଅଭିଯୋଗ
ବେଙ୍ଗାଲୁରୁ: ପ୍ରୋଟୋକଲରେ ଗୁରୁତର ତୃଟି। ଗୁରୁବାର କର୍ଣ୍ଣାଟକ ରାଜ୍ୟାପାଳଙ୍କୁ ନନେଇ ଚାଲିଗଲା ଏୟାର ଏସିଆର ବିମାନ। ଏନେଇ ରାଜ୍ୟପାଳଙ୍କ ପ୍ରୋଟୋକଲ ଅଧିକାରୀ ବିମାନବନ୍ଦର ଥାନାରେ ଅଭିଯୋଗ କରିଛନ୍ତି। ସୂଚନା ଅନୁଯାୟୀ ବେଙ୍ଗାଲୁରୁ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ୍-୨ ରୁ…