ବ୍ୟାଙ୍କରୁ ବାହାରିଥିବା ଇ-ବର୍ଜ୍ୟବସ୍ତୁରେ କଳାକୃତି
ଜୟପୁର:ବର୍ତ୍ତମାନ ସମୟରେ ଆବର୍ଜନାକୁ କିଭଳି ପୁନଃ ବ୍ୟବହାର ଉପଯୋଗୀ ହେବ ସେ ନେଇ ବିଶେଷ ଗୁରୁତ୍ୱ ଦିଆଯାଉଛି । ବିଶେଷକରି ବିଭିନ୍ନ ପ୍ରକାର ବର୍ଜ୍ୟ ଇଲେକ୍ଟ୍ରୋନି୍କ୍ସ ସାମଗ୍ରୀର କିଭଳି ସଠିକ୍ ପରିଚାଳନା ହୋଇପାରିବ ତା ଉପରେ ରହୁଛି ପ୍ରାଥମିକତା । ଏନେଇ ଦେଶର ବିଭିନ୍ନ ଅଞ୍ଚଳରେ ଇ…