ଇଜିପ୍ଟର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ ଦ ନାଇଲ୍’ରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇଜିପ୍ଟର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ଦ ନାଇଲ୍’ରେ ସମ୍ମାନିତ କରାଯାଇଛି। ଇଜିପ୍ଟ ରାଷ୍ଟ୍ରପତି ମହାମହିମ ଶ୍ରୀ ଅବଦଲ ଫତେହ ଅଲ ସିସି ୨୫ ଜୁନ୍ ୨୦୨୩ରେ କାଏରୋସ୍ଥିତ ପ୍ରେସିଡେନ୍ସୀ ଠାରେ ଅନୁଷ୍ଠିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ…