ଶପଥ ନେଲେ ପଦମପୁର ବିଧାୟିକା ବର୍ଷା ସିଂ ବରିହା
ଭୁବନେଶ୍ୱର: ପଦମପୁରର ନବି ନିର୍ବାଚିତା ବିଧାୟିକା ବର୍ଷା ସିଂ ବରିହା ଆଜି ଶପଥ ନେଇଛନ୍ତି । ବାଚସ୍ପତିଙ୍କ ପ୍ରକୋଷ୍ଠରେ ସେ ପଦ ଓ ଶପଥ ନେଇଛନ୍ତି। ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥ ପାଠ କରାଇଛନ୍ତି। ନିର୍ବାଚନ ଜିତିବା ପରେ ବର୍ଷା ଶନିବାର ଦିନ ଭୁବନେଶ୍ୱର ଆସିଥିଲେ । ସେ…