ଏଆଇର ଦୁରୁପଯୋଗ ଅଭିଯୋଗ; ବିଜେଡି ବିରୋଧରେ ଫେରାଦ ହେଲା ବିଜେପି
ଭୁବନେଶ୍ୱର: ଗତ ୨୦୨୪ ସାଧାରଣ ନିର୍ବାଚନରେ ପରାଜୟ ପରେ ବିଜେପି ସୋସିଆଲ ମିଡିଆରେ ଅପପ୍ରଚାର କରିଥିବା ନେଇ ବିଜେଡି ଦଳର ନେତାମାନେ କହୁଥିଲେ। କିନ୍ତୁ ଆଜି ନିଜ ଅଭଯୋଗକୁ ଭୁଲ ବୋଲି ନିଜେ ବିଜେଡି ପ୍ରମାଣିତ କରିଛି । ବିଜେଡି ଦଳ ନିଜେ ସୋସିଆଲ ମିଡିଆରେ ଅପପ୍ରଚାର କରିବା ସହ କୃତ୍ରିମ…