ଅକ୍ଷୟ କୁମାରଙ୍କ ଓଏମଜି ୨କୁ ମିଳିଲା ଏ ସାର୍ଟିଫିକେଟ
ମୁମ୍ବାଇ: ଅକ୍ଷୟ କୁମାର ଅଭିନୀତ ଓଃ ମାଇ ଗଡ ୨ ଫିଲ୍ମକୁ ସେନ୍ସର ବୋର୍ଡ ଏ ସାର୍ଟିଫିକେଟ ପ୍ରଦାନ କରିଛନ୍ତି । ଫିଲ୍ମରେ ଅନେକ ବିବାଦୀୟ ଦୃଶ୍ୟ ଅଛି ଏଥି ନିମନ୍ତେ ୨୦ କଟ ସହ ଏହାକୁ ଏ ସାର୍ଟିିଫିକେଟ ପ୍ରଦାନ କରାଯାଇଛି ବୋଲି ସେନ୍ସର ବୋର୍ଡ ପକ୍ଷରୁ କୁହାଯାଇଛି । ଗଦର ୨ ସହିତ ଏହା ୧୧…