Latest Odisha News

BREAKING NEWS

ମେସିଙ୍କ ସମର୍ଥନ ପାଇଁ କତାର ପଂହଚିଲେ ୯୦୦୦ରୁ ଅଧିକ ଭାରତୀୟ ପ୍ରଶଂସକ

ନୂଆଦିଲ୍ଲୀ: ଫିଫା ବିଶ୍ୱକପ ଏବେ ଅନ୍ତିମ ପର୍ଯ୍ୟାୟରେ ପଂହଚିଛି । ବଡ ଟିମ ମଧ୍ୟରେ ବ୍ରାଜିଲ ଏବଂ ପର୍ତୁଗାଲ ବିଦା ହେବା ପରେ ଆର୍ଜେଂଟିନା ଓ ଲିଓନେଲ ମେସିଙ୍କ ଉପରେ ଏବେ ସମସ୍ତଙ୍କ ନଜର । ରିପୋର୍ଟ ମୁତାବକ ସେମିଫାଇନାଲ ଏବଂ ଫାଇନାଲ ମ୍ୟାଚରେ ମେସିଙ୍କ ସମର୍ଥନ ପାଇଁ ଭାରତର ୯୦୦୦ରୁ…

ଘରୋଇ ବିଦ୍ୟାଳୟରେ ଚାଲିଥିଲା ନକଲି ମଦ କାରଖାନା

ରାଉରକେଲା: ବିଦ୍ୟାଳୟ ଭିତରେ ଚାଲିଥିଲା ନିଶା କାରବାର । ଜହରରେ ହେଉଥିଲା ଅପମିଶ୍ରଣ । ନାମୀଦାମୀ ବ୍ରାଣ୍ଡର ଷ୍ଟିକର ଲଗାଇ ହେଉଥିଲା ବାହାରେ ବିକ୍ରି । ଦୀର୍ଘ ଦିନ ଧରି ସୁନ୍ଦରଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଫୁଲଝର ଅଞ୍ଚଳର ଏକ ଘରୋଇ ସ୍କୁଲରେ ବେଧଡ଼କ ଭାବେ ନକଲି ମଦ କାରଖାନା ଚାଲିଥିଲା ।…

ଦିଲ୍ଲୀପ କୁମାରଙ୍କ ଜନ୍ମଜୟନ୍ତୀରେ ଭାବବିହ୍ୱଳ ହେଲେ ସାଇରା ବାନୁ

ନୂଆଦିଲ୍ଲୀ : ବଲିଉଡର କିମ୍ବଦନ୍ତୀ ଅଭିନେତା ଦିଲ୍ଲୀପ କୁମାରଙ୍କ ୧୦୦ତମ ଜନ୍ମ ବାର୍ଷିକୀ  । ତାଙ୍କ ଜନ୍ମଦିନ ପାଳନ କରିବା ପାଇଁ ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍ ହିରୋ ଦିଲୀପ କୁମାର ହିରୋ ନାମକ ଦୁଇ ଦିନିଆ ଚଳଚ୍ଚିତ୍ର ମହୋତ୍ସବ ଆୟୋଜନ ହୋଇଥିଲା  । ଶନିବାର ସାଇରା ବାନୁ ଚଳଚ୍ଚିତ୍ର…

୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଟୋରେ ଚାଲାଣ ବେଳେ ଧରିଲା ଅବକାରୀ ବିଭାଗ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ ଗଞ୍ଜେଇ ଚାଲାଣ ମାମଲା ଥମିବାର ନାଁ ନେଉନି । କେତେବେଳେ କାର ତ ଆଉ କେବେ ଟ୍ରକରେ ଗଞ୍ଜେଇ ଚାଲାଣ ହେଉଛି । ଆଜି ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଧରିବାରେ ସକ୍ଷମ ହୋଇଛି ଅବକାରୀ ବିଭାଗ । ପାରଳାଖେମୁଣ୍ଡି ଅବକାରୀ ବିଭାଗର ସ୍କ୍ୱାଡ୍ ପାଟ୍ରୋଲିଂ ବେଳେ…

ବାପା ହେଲେ କ୍ରିକେଟର ମୟଙ୍କ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ମୟଙ୍କ ଅଗ୍ରୱାଲଙ୍କ ଘରେ ଖୁସିର ବାତାବରଣ ଖେଳିଯାଇଛି । ମୟଙ୍କଙ୍କ ପତ୍ନୀ ଆଶିତା ସୁଦ ପୁତ୍ର ସନ୍ତାନର ଜନନୀ ହୋଇଛନ୍ତି । ଉଭୟ ଏହି ଖୁସି ଖବର ସୋସିଆଲ ମିଡିଆରେ ଶେୟାର କରିବା ପରେ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ଏପରିକି ସେମାନେ ଏବେଠାରୁ ପୁଅର ନାମ…

ସାମ୍ନାକୁ ଆସିଲା ପାକିସ୍ତାନ ଓ ଚୀନର ଆଉ ଏକ ସତ

ନୂଆଦିଲ୍ଲୀ: ବିଶ୍ୱବ୍ୟାପୀ ଚୀନର ପ୍ରଭାବ ବଢ଼ିବାରେ ଲାଗିଛି । ୮୨ଟି ଦେଶ ଚୀନର ବଶବର୍ତ୍ତୀ ହୋଇଛନ୍ତି । ଆଉ ଏହି ତାଲିକାରେ ପ୍ରଥମେ ରହିଛି ପାକିସ୍ତାନ । ଦ୍ୱିତୀୟରେ କମ୍ବୋଡିଆ ଥିବାବେଳେ ତୃତୀୟରେ ରହିଛି ସିଙ୍ଗାପୁର । ଏସବୁ ଦେଶ ଉପରେ ଚୀନର ସର୍ବାଧିକ ପ୍ରଭାବ ଥିବା ଅଧ୍ୟୟନରୁ…

ୱେଷ୍ଟଇଣ୍ଡିଜ ବିପକ୍ଷରେ ଅଷ୍ଟ୍ରେଲିଆର ସର୍ବବୃହତ ବିଜୟ

ମେଲବୋର୍ଣ୍ଣ: ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆ ୪୧୯ ରନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ୨ ମ୍ୟାଚ ବିଶିଷ୍ଟ ସିରିଜରେ କ୍ଲିନ ସୁଇପ କରିଛି । ରନ ଦୃଷ୍ଟିକୋଣରୁ ଟେଷ୍ଟରେ ୱେଷ୍ଟଇଣ୍ଡିଜର ଏହା ସର୍ବବୃହତ ପରାଜୟ । ଏହା ପୂର୍ବରୁ ଅଷ୍ଟ୍ରେଲିଆ ୧୯୬୯ରେ ୩୮୨ ରନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ…

ସୂକ୍ଷ୍ମ ଅନୁଭବ ଓ ଲାଳିତ୍ୟର ସମାହାର କବିତା, ପୃଥିବୀର ଶ୍ରେଷ୍ଠତମ ସୌନ୍ଦର୍ଯ୍ୟ : ପ୍ରବୀଣ କୁମାର କବି

ସମକାଳର ଜଣେ ନିଆରା ଶବ୍ଦଶିଳ୍ପୀ ପ୍ରବୀଣ କୁମାର କବି । ଓଡ଼ିଆ କବିତା ଜଗତରେ ଜଣେ ନିଷ୍ଠାପର ସ୍ରଷ୍ଟା ଭାବରେ , ସେ ସୃଷ୍ଟି କରି ଚାଲିଛନ୍ତି ଅନେକ କବିତା। ସେ କବିତା ମାଧ୍ୟମରେ ଏକ ଅନ୍ତର୍ଯାତ୍ରାରେ ବିଶ୍ୱାସ ରଖନ୍ତି। ସରଳତା ଭିତରେ ତୀକ୍ଷ୍ମତା ଓ ସ୍ୱାଭାବିକତା ଭିତରେ ଆସାଧାରଣତା, ତାଙ୍କ…

ଆଜିଯାଏଁ ଖାଲି ପଡ଼ିଛି ସୁଶାନ୍ତଙ୍କ ବିଳାସ ପୂର୍ଣ୍ଣ ଆପାର୍ଟମେଣ୍ଟ

ନୂଆଦିଲ୍ଲୀ : ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଆଜି ବି ବିଶ୍ୱାସ କରିପାରୁ ନାହାଁନ୍ତି ଫ୍ୟାନ୍ସ । ସୁଶାନ୍ତ ସିଂଙ୍କ ମୃତ୍ୟୁ ୨ବର୍ଷ ବିତି ଯାଇଥିଲେ ମଧ୍ୟ ଫ୍ୟାନ୍ସଙ୍କ ମନରୁ ଭୁଲିନି ସୁଶାନ୍ତଙ୍କ ସ୍ମୃତି  । ତାଙ୍କର ପ୍ରତିଟି ଜିନିଷକୁ ନେଇ ଫ୍ୟାନ୍ସ ମାନେ ଆଜି ବି…

ପୁରୀରୁ ୧୬୪ ଗ୍ରାମ ବ୍ରାଉନସୁଗାର ଜବତ, ୨ ଯୁବକ ଗିରଫ

ପୁରୀ: ବାଟ ହୁଡ଼ୁଛନ୍ତି ଯୁବପିଢ଼ି । ବାଇୟା କରୁଛି ବ୍ରାଉନସୁଗାର । ପୁରୀରୁ ପୁଣି ଥରେ ଜବତ ହୋଇଛି ଧଳା ଜହର । ଆଜି ଅବକାରୀ ବିଭାଗର ସ୍କ୍ୱାଡ ପୁରୀର ଗଙ୍ଗାରାମ ନୂଆସାହିରୁ ୧୬୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ମାମଲାରେ ନୂଆସାହିର ୨ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ୨…