Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ମୋତେ ବହୁତ ଖୁସି ଦେଇଛି: ଇଫୁ ମଲ୍ଲିକ

ଭୁବନେଶ୍ୱର: ନିଟ୍‌ ପରୀକ୍ଷାରେ କୃତୀତ୍ବ ହାସଲ କରି କୋରାପୁଟ ସହିଦ୍ ଲକ୍ଷ୍ଣଣ ନାୟକ ମେଡିକାଲ କଲେଜରେ ପାଠ ପଢିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ବାଲିଗୁଡାର ଛାତ୍ର ଇଫୁ ମଲ୍ଲିକ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ଦର୍ଶକଙ୍କ ପସନ୍ଦ ହିନ୍ଦୀ ଫିଚର ଫିଲ୍ମ ‘ଜୋସେଫ’

ମୁମ୍ବାଇ: ହିନ୍ଦୀ ଫିଚର ଫିଲ୍ମ ଜୋସେଫ୍ ମୁକ୍ତିଲାଭ କରିଛି । ଜାତୀୟ ପୁରସ୍କାର ବିଜେତା ଫିଲ୍ମ ନିର୍ଦ୍ଦେଶକ ସୁଶାନ୍ତ ମିଶ୍ରଙ୍କ ଫିଲ୍ମ ଜୋସେଫ୍- ବର୍ଣ୍ଣ ଇନ୍ ଗ୍ରେସ୍ ସାରା ଦେଶରେ ରିଲିଜ୍ ହୋଇଛି । ଏହି ଫିଲ୍ମରେ ଅଭିନେତା ଭେକ୍ଟର ବାନାର୍ଜୀ ଓ ସୁବ୍ରତ ଦତ୍ତ ଅଭିନୟ କରିଥିବା ବେଳେ…

ଶୁଷ୍କ ମାଟିର ସୁନା : ମାଣ୍ଡିଆ

ଡ଼ି.ଶୁଭମଙ୍କର କୃଷି ଭିତ୍ତିକ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’  ଆମ ରାଜ୍ୟ ଓଡ଼ିଶାର ମାଟି ଚାଷୀର ମାଟି । କୃଷି ପ୍ରଧାନ ରାଜ୍ୟ ଓଡ଼ିଶା ତିନି ତିନି ଥର କୃଷି କର୍ମଣ ପୁରସ୍କାରରେ ପୁରସ୍କୃତ । ଆମ ସଭ୍ୟତା ଓ ସଂସ୍କୃତି କୃଷି ଉପରେ ଆଧାରିତ । ଭାରତୀୟ ସଭ୍ୟତାର ଏନ୍ତୁଡ଼ିଶାଳ କୃଷି । କୃଷି…

ଶ୍ରୀକ୍ଷେତ୍ର ମହୋତ୍ସବ ପ୍ରସ୍ତୁତି ବୈଠକ

ପୁରୀ:ଆସନ୍ତା ଜାନୁୟାରୀ ୨୫ ରୁ ୨୯ ତାରିଖ ପର୍ଯ୍ୟନ୍ତ ପୁରୀ ଶରଧାବାଲି ଠାରେ ଶ୍ରୀକ୍ଷେତ୍ର ମହୋତ୍ସବ ଅନୁଷ୍ଠିତ ହେବ । ଏହା ସହ ପଲ୍ଲିଶ୍ରୀ ମେଳା ଓ ମନୋଜ୍ଞ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରିଯିବ ବୋଲି ସ୍ଥିର ହୋଇଛି । ସର୍କିଟ ହାଉସ ସମ୍ମିଳନୀ ଗୃହରେ ମହୋତ୍ସବ ଆୟୋଜନ ନିମିତ୍ତ ଏକ…

ତାଳବଣିଆ ସ୍ପୋର୍ଟ୍ସ କମ୍ପ୍ଲେକ୍ସରେ ୨୨ରୁ ଆରମ୍ଭ ହେବ ଓଡିଶା ବାସ୍କେଟବଲ ଲିଗ

ପୁରୀ: ପୁରୀ ରେ ଚଳିତ ମାସ ୨୨ ରୁ ୨୬ ତାରିଖ ପର‌୍ୟ୍ୟନ୍ତ ତାଳବଣିଆ ସ୍ଥିତ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଠାରେ ଓଡିଶା ବାସ୍କେଟବଲ ଲିଗ ଆରମ୍ଭ ହେବ । ଓଡିଶା ବାସ୍କେଟବଲ ଆସୋସିଏସନ ପକ୍ଷରୁ ଆୟୋଜିତ ଏହି ଲିଗରେ ୬ଟି ପୁରୁଷ ଓ ୪ଟି ମହିଳା ଟିମ ଅଂଶଗ୍ରହଣ କରିବେ । ଏହାକୁ ଶୃଙ୍ଖଳିତ ଭାବେ ଆୟୋଜନ…

ପୁରୀରେ ଖୋଖୋ ଦଳର ପ୍ରଶିକ୍ଷଣ କ୍ୟାମ୍ପ

ପୁରୀ: ଆସନ୍ତା ଜାନୁଆରୀ ୩୧ ରୁ ଫେବୃଆରୀ ୧୧ ତାରିଖ ପର୍ଯ୍ୟନ୍ତ ମଧ୍ୟପ୍ରଦେଶଠାରେ ଖେଲୋ ଇଣ୍ଡିଆ ଅନୁଷ୍ଠିତ ହେବ । ଏ ନେଇ ରାଜ୍ୟ ସରକାର ଓ ରାଜ୍ୟ କ୍ରୀଡା ବିଭାଗ ପକ୍ଷରୁ ପୁରୀରେ ପ୍ରଥମଥର ପାଇଁ ରାଜ୍ୟ ଖୋଖୋ ଦଳର କ୍ୟାମ୍ପ ଆୟୋଜନ କରାଯାଇଛି । ଏହି କ୍ୟାମ୍ପ ପୁରୀ ଜିଲ୍ଲା ସ୍କୁଲ ପଡିଆଠାରେ…

ମସ୍କୋ ଶପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ, ୨ହଜାର କୋଟି କ୍ଷତି ଆଶଙ୍କା

ମସ୍କୋ: ରୁଷର ରାଜଧାନୀ ମସ୍କୋର ଏକ ଶପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏଥିରେ ପ୍ରାରମ୍ଭିକ ସୂଚନା ଅନୁସାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନେକ ଆହତ ହୋଇଛନ୍ତି । ଖିମକି ଶପିଂ ଆଣ୍ଡ ଏଂଟରଟେନମେଂଟ ସେଟଂରରେ ସକାଳ ୧୦ଟା ୪୫ରେ ଏହି ଅଗ୍ନକାଣ୍ଡ ଘଟିଥିଲା । ନିମିଷକ ମଧ୍ୟରେ ୭୦୦୦…

ଅଭିଯୋଗ ଫର୍ଦ୍ଦରୁ IIC ହଟାଇଥିଲେ ବୀରେନ୍ଦ୍ର ଲାକ୍ରାଙ୍କ ନାଁ, ଟ୍ରେନିଂରେ ଯିବାକୁ ହାଇକୋର୍ଟ ଦେଲେ ନିର୍ଦ୍ଦେଶ

କଟକ: ଭୁବନେଶ୍ୱର ଆୟୁଷ ରେଡିୟମ୍ ଫ୍ଲାଟରେ ଆନନ୍ଦ ଟପ୍ପୋ ମୃତ୍ୟୁ ଘଟଣାରେ ହାଇକୋର୍ଟ ଇନଫୋସିଟି ଥାନା ଅଧିକାରୀଙ୍କୁ ଭର୍ତ୍ସନା କରିଛନ୍ତି । ତଦନ୍ତରେ ଅନିୟମିତତା ପାଇଁ ଇନଫୋସିଟି ଥାନା ଅଧିକାରୀ ସମିତା ମିଶ୍ରଙ୍କୁ ଭର୍ତ୍ସନା କରିଛନ୍ତି ହାଇକୋର୍ଟ । ଆଇଆଇସି ସମିତା ମିଶ୍ରଙ୍କୁ ବର୍ଷକ…

ହଠାତ ଦକ୍ଷିଣ କୋରିଆ ନାଗରିକଙ୍କ ବୟସ ୧ରୁ୨ ବର୍ଷ କମିଯିବ !

ସିଓଲ: ଦକ୍ଷିଣ କୋରିଆ ନାଗରିକଙ୍କ ବୟସ ହଠାତ ୧ରୁ ୨ ବର୍ଷ କମିଯିବ । ବିଶ୍ୱାସ ନ ହେଉଥିଲେ ବି ଏହା ସତ୍ୟ । ଦକ୍ଷିଣ କୋରିଆ ସରକାର ବୟସ ଗଣନା ପାଇଁ ନୂତନ ନିୟମ ଲାଗୁ କରିବା ପରେ ଏହି ଆଶଙ୍କା ସୃଷ୍ଟି ହୋଇଛି । ତେବେ ଏହି ନିୟମ ସହ ବୟସ କମିବାର କଣ ସାମଞ୍ଜସ୍ୟ ରହିଛି ଆସନ୍ତୁ ଜାଣିବା ।…