Weather Update: ଝଡ଼ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ କିଛିଦିନ ହେବ ଜାରି ରହିଥିବା ଖରା ଓ ଗରମରେ ବ୍ରେକ୍ ଲାଗିଛି। କମିବ ଦିନ ତାପମାତ୍ରା, ତାତିରୁ ମିଳିବ ଆଶ୍ଵସ୍ତି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ପାଞ୍ଚ ଦିନ ଯାଏ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବ । ଦିନର ତାପମାତ୍ରା ୩ରୁ ୫ ଡିଗ୍ରୀ କମ ରହିବ।…