ଆସନ୍ତା ୨୪ ଘଣ୍ଟା ୧୫ ଜିଲ୍ଲାରେ ପ୍ରବଳ ବର୍ଷିବ; ଜାରି ହେଲା ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ୨୪ ଘଣ୍ଟା ପ୍ରବଳ ବର୍ଷିବ । ୧୫ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ, ୨୪ ଜୁଲାଇରେ ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪…