‘ତେଲେଙ୍ଗାନା ରାଜନୀତି’, କେସିଆରଙ୍କୁ ବ୍ରାହ୍ମଣ ଭରସା !
ଭୁବନେଶ୍ୱର: ଆଗକୁ ତେଲେଙ୍ଗାନା ବିଧାନସଭା ନିର୍ବାଚନ ଥିବାରୁ ପ୍ରମୁଖ ରାଜନୈତିକ ଦଳ ତତ୍ପର ହୋଇଉଠିଛନ୍ତି। ଏହି କ୍ରମରେ ରାଜ୍ୟର ଶାସକ ଦଳ ବିଆରଏସ ହିନ୍ଦୁତ୍ୱ କାର୍ଡ ଖେଳିବା ଆରମ୍ଭ କରିଛି।
ରାଜ୍ୟରେ ବ୍ରାହ୍ମଣ ମାନଙ୍କୁ ଫୋକସ କରିଛି ଦଳ। ରାଜ୍ୟରେ ଏକ ବ୍ରାହ୍ମଣ ସଦନ ଉଦଘାଟନ ଅବସରରେ…