Latest Odisha News

BREAKING NEWS

ପୁରୀ ମେଡିକାଲ ସମସ୍ୟା ନେଇ ଛାତ୍ର କଂଗ୍ରେସର ସିଡିଏମଓଙ୍କ କାର୍ଯ୍ୟାଳୟ ଘେରାଉ

ପୁରୀ: ପୁରୀ ସଦର ମହକୁମା ଡାକ୍ତରଖାନାର ବିଭିନ୍ନ ସମସ୍ୟା ନେଇ ଆଜି ଜିଲ୍ଲା ଛାତ୍ର ଓ ଯୁବ କଂଗ୍ରେସ ପକ୍ଷରୁ ସିଡିଏମଓ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା । ସେମାନେ ସିଡିଏମଓଙ୍କ ନିକଟରେ ଜନସାଧାରଣଙ୍କ ସମସ୍ୟା ଉପସ୍ଥାପନ କରିଥିଲେ । ଏଥିରେ ୫ ଦଫା ଦାବୀକୁ କାର୍ଯ୍ୟକାରୀ କରିବା ପାଇଁ ସେମାନେ…

୧୯ ବର୍ଷରୁ କମ ମହିଳା ଟି୨୦ ବିଶ୍ୱକପ: ଭାରତର ନେତୃତ୍ୱ ନେବେ ଶେଫାଳୀ

ମୁମ୍ବାଇ: ୧୯ ବର୍ଷରୁ କମ ମହିଳା ଟି୨୦ ବିଶ୍ୱକପ କ୍ରିକେଟ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଷ୍ଟାର ବ୍ୟାଟର ଶେଫାଳୀ ବର୍ମା ଦଳର ନେତୃତ୍ୱ ନେବେ । ଚଳିତ ମାସ ୨୭ରୁ ଆରମ୍ଭ ହେବାକୁ ଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ ପାଇଁ ମଧ୍ୟ ତାଙ୍କୁ ନେତୃତ୍ୱ ଭାର ପ୍ରଦାନ କରାଯାଇଛି ।…

ଛତ୍ରପତି ଶିବାଜୀ ମହାରାଜଙ୍କ ଭୂମିକାରେ ନଜର ଆସିଲେ ଅକ୍ଷୟ କୁମାର

ନୂଆଦିଲ୍ଲୀ : ମରାଠି ଫିଲ୍ମକୁ ନେଇ ଚର୍ଚ୍ଚାକୁ ଆସିଲେ ବଲିଉଡ ଅଭିନେତା ଅକ୍ଷୟ କୁମାର । ଏହି ଫିଲ୍ମରେ ଛତ୍ରପତି ଶିବାଜୀ ମହାରାଜଙ୍କ ଭୂମିକାରେ ଅଭିନୟ କରିବେ ଖିଲାଡ଼ି ଷ୍ଟାର ଅକ୍ଷୟକୁମାର । ମରାଠି ଚଳଚ୍ଚିତ୍ର ନାଁ ରହିଛି ‘ଭେଦାତ୍‌ ମରାଠେ ଭୀର୍‌ ଦୌଦ୍‌ଲେ ସାତ୍‌’। ଅକ୍ଷୟ ନିଜ…

ଭ୍ରଷ୍ଟ ଯନ୍ତ୍ରୀଙ୍କ ନାଁରେ ୨୫.୧୦ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ଖୋର୍ଦ୍ଧା: ଯେତେ ଖୋଳୁଛି ସେତେ ବାହାରୁଛି । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା ମାଇନର ଇରିଗେସନର ସହକାରୀ ଯନ୍ତ୍ରୀ ମନୋଜ କୁମାର ଦାଶଙ୍କ ଘରେ ହୋଇଥିଲା ଚଢାଉ । ଏଯାଏଁ ମିଳିଥିବା ତଥ୍ୟ ଅନୁସାରେ ମନୋଜଙ୍କର ୨୫.୧୦ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍ ଅଛି । ଏକାଧିକ…

ନିୟମିତ ସୋରିଷ ତେଲ ବ୍ୟବହାର କରନ୍ତୁ, ମିଳିବ ଏମିତି ଫାଇଦା

ସୋରିଷ ତେଲ ପ୍ରାୟତଃ ସମସ୍ତଙ୍କ ରୋଷ ଘରେ ମିଳିଥାଏ। ଖାଦ୍ୟର ସ୍ଵାଦ ବଢାଇବା ସହିତ ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ବେଶ ଉପକାରୀ। ଏହା ସ୍ୱାସ୍ଥ୍ୟ ଜନିତ ବିଭିନ୍ନ ସମସ୍ୟାକୁ ଦୂର କରିବାରେ ସାହାଯ୍ୟ କରେ। ତେବେ ଆସନ୍ତୁ ସୋରିଷ ତେଲର ଉପକାରିତା ସମ୍ପର୍କରେ ଜାଣିବା  । -ସୌନ୍ଦର୍ଯ୍ୟ…

କୁକୁଡ଼ା ରାବ ଶୁଣି ରାଗିଗଲେ ମୋଦି, ଦେଲେ ଏଫଆଇଆର

ଇନ୍ଦୋର: ସକାଳୁ ସକାଳୁ କୁକୁଡ଼ା ରାବ ଶୁଣିଲେ ନିଦ ଭାଙ୍ଗୁଥିଲା । ଅଳସ ଭାଙ୍ଗି ମଣିଷ ଦିନଚର୍ଯ୍ୟାରେ ଲାଗି ଯାଉଥିଲା । ହେଲେ ଆଜିକାଲି କୁକୁଡା ରାବ ତ ଶୁଣିବାକୁ ମିଳୁନି । ଯଦି ବା କେଉଁଠି ଶୁଣିବାକୁ ମିଳୁଛି ତାହା ଲୋକଙ୍କୁ ଅରୁଚିକର ଲାଗୁଛି, ବିରକ୍ତ କରୁଛି । ଏହି ବିରକ୍ତି ଏବେ…

ସିଂହଦ୍ଵାର ଥାନାରେ ହାଜର ହେବେ ଅନିମେଶ ଚକ୍ରବର୍ତ୍ତୀ

ପୁରୀ : ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡାଇବା ପ୍ରସଙ୍ଗ ନେଇ ପ୍ରତିକ୍ରିୟା ରଖିଲେ ପୁରୀ ଏସ୍ପି । କହିଲେ ଆଇନଗତ  ଭାବରେ ଅନିମେଶଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇବା ସହ ୟୁଟ୍ୟୁବରେ ଭିଡିଓ ଅପଲୋଡ଼ କରିବା ଘଟଣାରେ ପୁରୀ ସିଂହଦ୍ଵାର ଥାନାରେ…

୧୭ ଦଫା ଦାବି ନେଇ ଧାରଣା ଦେଲେ ଆଇଓସିଏଲ୍ ଶ୍ରମିକ

ପାରାଦୀପ : ଆଇଓସିଏଲ ଗେଟ୍ ସମ୍ମୁଖରେ ଧାରଣା ଦେଲେ ୩ ହଜାରରୁ ଉର୍ଦ୍ଧ୍ୱ ଶ୍ରମିକ। ୧୭ ଦଫା ଦାବି ନେଇ ପାରାଦ୍ଵୀପ-ଏରସମା ଶିଳ୍ପାଞ୍ଚଳ ଶ୍ରମିକ ସଂଘ ସଭାପତି ବାପି ସାର୍ଖେଲଙ୍କ ନେତୃତ୍ୱରେ ଧାରଣାରେ ବସିଛନ୍ତି ଶ୍ରମିକ । ଶ୍ରମିକ ଧାରଣା ଯୋଗୁଁ ପ୍ରଭାବିତ ହୋଇଛି ପାରାଦ୍ଵୀପ ତୈଳ…

ତେଜୁଛି ବିସିସିଆଇ-ପିସିବି ବିବାଦ; ପାକିସ୍ତାନି ଖେଳାଳୀ ଦେଲେ ବଡ଼ ବୟାନ

ନୂଆାଦିଲ୍ଲୀ: ଭାରତୀୟ କ୍ରିକେଟ ବୋଡ଼ ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ ମଧ୍ୟରେ  ବିବାଦ ଲାଗି ରହିଥିବାବେଳେ ଏ ସମ୍ପର୍କରେ ମୁହଁ ଖୋଲିଛନ୍ତି ପାକିସ୍ତାନର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦ୍ । କ୍ରିକେଟ ଦୁଇ ଦେଶର ସମ୍ପର୍କର; ସୁଧାର ଆଣିବ ବୋଲି ସେ କହିଛନ୍ତି । ବିସିସିଆଇ ଏବଂ…