କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କୁ ଜେରା ପାଇଁ କୋଲକାତା ଯିବ କମିସନରେଟ ପୋଲିସ
କଟକ: କୋଲକାତାର ଲୋକପ୍ରିୟ କଣ୍ଠଶିଳ୍ପୀ ସୌରୀନ୍ ଭଟ୍ଟଙ୍କ ବିରୋଧରେ ଜଣେ ମହିଳା କରିଥିବା ଅଭିଯୋଗର ତଦନ୍ତ ପାଇଁ ଓଡ଼ିଶା ପୁଲିସର ଏକ ଟିମ୍ କୋଲକାତା ଯିବ। ମହିଳା ଜଣକ ତାଙ୍କ ଉପରେ ଶାରୀରିକ ଓ ମାନସିକ ଶୋଷଣର ଅଭିଯୋଗ ଆଣିଛନ୍ତି।
ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି…