ବିଦ୍ୟୁତକାଟ ପ୍ରତିବାଦରେ ଗ୍ରୀଡକୋ ଅଫିସ ଘେରିଲା କଂଗ୍ରେସ; ପୋଲିସ-କର୍ମୀ ମୁହାଁମୁହିଁ
ଭୁବନେଶ୍ୱର: ଅଘୋଷିତ ବିଦ୍ୟୁତ କାଟକୁ ନେଇ ସାରା ରାଜ୍ୟରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଡାକରା ଦିଆଯାଇଛି । ରାଜଧାନୀର ଗ୍ରୀଡକୋ ଅଫିସ ସମ୍ମୁଖରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।
ଶହଶହ କଂଗ୍ରେସ କର୍ମୀ ଗ୍ରୀଡକୋ ଅଫିସ ସମ୍ମୁଖରେ…