ସରକାରୀ କର୍ମଚାରୀଙ୍କ ପାଇଁ ବଡ ଘୋଷଣା : ଚାକିରିରେ ଥାଇ ମୃତ୍ୟୁ ହେଲେ ମିଳିବ ୧୦ଲକ୍ଷ
ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କୁ ଖୁସି କରିବା ପାଇ ବିଜେଡି ସରକାରର ବଡ ଘୋଷଣା । ଚାକିରିରେ ଥାଇ ମୃତ୍ୟୁ ବରଣ କଲେ ମିଳିବ ୧୦ ଲକ୍ଷ । ରାଜ୍ୟ ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ଏ ସଂପର୍କିତ ପ୍ରସ୍ତାବକୁ…