Mahanadi water dispute: ମହାନଦୀ ଜଳ ବିବାଦ ମାମଲା: ‘ଅକ୍ଟୋବର ୧୧ ସୁଦ୍ଧା ବୁଝାମଣାର ଅଗ୍ରଗତି…
ଭୁବନେଶ୍ବର: ଶନିବାର ମହାନଦୀ ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦର ଶୁଣାଣି ହୋଇଛି । ଓଡ଼ିଶା ପାଇଁ ପକ୍ଷ ରଖିଲେ ଏଜି ପୀତାମ୍ବର ଆଚାର୍ଯ୍ୟ । ଟ୍ରିବ୍ୟୁନାଲ୍ରେ ପକ୍ଷ ରଖିବା ପରେ AG ପୀତାମ୍ବର ଆଚାର୍ଯ୍ୟ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଆପୋସ ବୁଝାମଣା…