ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନିତ୍ୟ -ବିଧି ପ୍ରସଙ୍ଗରେ ଆଜି ଆଲୋଚନା କରିବା "ଅବକାଶ "ନୀତି ବାବଦରେ। ଶ୍ରୀମନ୍ଦିର ସତ୍ୱଲିପି ପ୍ରକାରେ ପ୍ରତ୍ୟେକ ନୀତି ପାଇଁ ଏକ ସମୟ ସରଣୀ ପ୍ରସ୍ତୁତ ହୋଇଛି।…