Latest Odisha News

BREAKING NEWS

ବଡ ପରେ ଭାଇରାଲ ହେଲା କିମ୍‌ ଜୋଙ୍ଗଙ୍କ ସାନ ଝିଅର ଫଟୋ

ପ୍ୟୋଙ୍ଗୟାଙ୍ଗ: ନର୍ଥ କୋରିଆର ତାନାଶାହ କିମ ଜୋଙ୍ଗଙ୍କୁ ନେଇ ଗଣମାଧ୍ୟମରେ ଗତ କିଛି ଦିନ ହେଲା ଚର୍ଚ୍ଚା ଜୋର ଧରିଛି । କେତେବେଳେ ମିସାଇଲ ପରୀକ୍ଷଣ ତ କେତେବେଳେ ନିଷ୍ଠୁର ଦଣ୍ଡପ୍ରଦାନ ପାଇଁ କିମ ଜୋଙ୍ଗ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ହେଲେ ଆଜିକାଲି କିମ ଜୋଙ୍ଗ ନିଜ ଝିଅମାନଙ୍କୁ ନେଇ…

କୋଟିପତି ଭିକାରୀ: ସମ୍ପତି ତାଲିକା ଶୁଣିଲେ ହୋସ ଉଡ଼ିଯିବ

ବ୍ରିଟେନ: ଭିକାରୀ ପୁଣି ଧନୀ ? ଏମିତି କଥା ତ ନିହାତି ଆଶ୍ଚର୍ଯ୍ୟଜନକ । ଆଶ୍ଚର୍ଯ୍ୟ ଲାଗିଲେ ବି ଏହା ଅସମ୍ଭବ ବୋଲି ଆପଣ କହିପାରିବେନି । କାରଣ ଆଜିର ଦୁନିଆରେ ଏମିତି କଥା ବି ସମ୍ଭବ । ଜାଣି ଆଶ୍ଚର୍ଯ୍ୟ ହେବେ, ରାସ୍ତାରେ ବୁଲି ବୁଲି ଭିକ ମାଗୁଥିବା ଜଣେ ବ୍ୟକ୍ତି ୫ କୋଟିରୁ ଅଧିକ…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାକୁ ନିନ୍ଦାକଲା ବ୍ରହ୍ମପୁର ପ୍ରେସ୍‍ କ୍ଲବ

ବ୍ରହ୍ମପୁର: ବରଗଡ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ପ୍ରଚାର ସମୟରେ ନନ୍ଦିଘୋଷ ଟିଭିର କାର୍ଯ୍ୟରତ ସାମ୍ବାଦିକ ଦେବହରି ବେହେରାଙ୍କୁ କିଛି ଅସାଧୁ ବ୍ୟକ୍ତି ଆକ୍ରମଣ କରିଥିବା ନେଇ ଜଣାପଡିଛି। ଏହାକୁ ବିରୋଧ କରିବା ସହ ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବ୍ରହ୍ମପୁର…

ଦୋକାନରୁ ୪୭୫ ଗ୍ରାମ ସୁନା ଚୋରାଇ ଆକାଉଣ୍ଟାଣ୍ଟ, ସେଲ୍‌ସମ୍ୟାନ ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ସହର ବଡବଜାର ଥାନା ଅନ୍ତର୍ଗତ ବଡବଜାର ମୁଖ୍ୟଛକରେ ଥିବା ଏକ ସୁନା ଦୋକାନରୁ ଚୋରୀ କରିଥିବା ଅଭିଯୋଗରେ ପୁଲିସ୍‍ ସୁନା ଦୋକାନରେ କାର୍ଯ୍ୟରତ ଆକାଉଣ୍ଟାଣ୍ଟ ଓ ସେଲ୍ସମ୍ୟାନ୍‍କୁ ଗିରଫକରିଥିବା ନେଇ ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌ ସୂଚନା ଦେଇଛନ୍ତି।…

ସିଂଘମ ଏଗେନରେ ପୁନର୍ବାର ଏକତ୍ର ହେବେ ରୋହିତ-ଅଜୟ

ମୁମ୍ବାଇ: ରୋହିତ ଶେଟ୍ଟୀ ଓ ଅଜୟ ଦେବଗାନ ପୁନର୍ବାର ସିଂଘମ ଏଗେନରେ ଏକତ୍ର ହେବାକୁ ଯାଉଛନ୍ତି । ସିଂଘମ ଫ୍ରାଂଚାଇଜର ପ୍ରଥମ ୨ଟି ସଂସ୍କରଣ ସୁପରହିଟ ହେବା ପରେ ଦର୍ଶକଙ୍କ ଏହି ଫିଲ୍ମ ପ୍ରତି ବେଶ ଉତ୍କଣ୍ଠା ରହିଛି । ଭୋଲା ଫିଲ୍ମ ପରେ ଏହାର ଶୁଟିଂ ଆରମ୍ଭ ହେବ । ଅଜୟ ଭୋଲା ନେଇ ଏବଂ ରୋହିତ…

ଉଦ୍‌ଘାଟିତ ହେଲା ସୋନାପୁର ବେଳାଭୂମିରେ ଇକୋ ରିଟ୍ରେଟ୍

ବ୍ରହ୍ମପୁର: ଓଡିଶା ପର୍ଯ୍ୟଟନ ବିଭାଗର ପ୍ରୟାସ କ୍ରମେ ସୋନାପୁର ଠାରେ ଆରମ୍ଭ ହୋଇଛି ‘ଇକୋ ରିଟ୍ରେଟ୍’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ମାଧ୍ୟମରେ ଗୁରୁବାର ପୂର୍ବାହ୍ନ ଏହାକୁ ଉଦ୍‌ଘାଟନ କରିଥିଲେ। ଆସନ୍ତା ୯୦ ଦିନ ଅର୍ଥାତ୍ ଫେବୃୟାରୀ ୨୦୨୩ ପର୍ଯ୍ୟନ୍ତ ଏହା ଚାଲୁ ରହିବ।…

ପୁରୀ ରେ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଉଦଘାଟିତ

ପୁରୀ:ରାଜ୍ୟ ସରକାରଙ୍କ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ ଦ୍ବାରା ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ ଏକ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା  ପୁରୀ ସ୍ଥିତ ନୀଳାଚଳ ହାଟ ଠାରେ ଉଦଘାଟିତ ହୋଇଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ବୁଣାକାର, କାରିଗରମାନଙ୍କ ଦ୍ୱାରା…

ବିସିସିଆଇ ଗଠନ କଲା ସିଏସି

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଗୁରୁବାର କ୍ରିକେଟ ପରାମର୍ଶ ଦାତା କମିଟି (ସିଏସି) ଗଠନ କରିଛି । ୩ ସଦସ୍ୟ ବିଶିଷ୍ଟ ଏହି କମିଟିରେ ଅଶୋକ ମାଲହୋତ୍ରା, ଜତୀନ ପରଞ୍ଜାପେ ଓ ସୁଲକ୍ଷଣା ନାଇକ ରହିଛନ୍ତି । ମାଲହୋତ୍ରା ୭ଟି ଟେଷ୍ଟ ଓ ୨୦ଟି ଦିନିକିଆ ମ୍ୟାଚ ଓ ଜତୀନ ୪ଟି ଦିନିକିଆ…